ଜିଲାପାଳଙ୍କ ଜନ ଶୁଣାଣିରେ ପହଞ୍ଚିଲେ ଅଲେଖ ବାବା: ଜାଣନ୍ତୁ କାହିଁକି

କେସିଙ୍ଗା,୧୫।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଆହ୍ବାନ କ୍ରମେ ଜିଲାପାଳଙ୍କ ଜନ ଶୁଣାଣି ଓ ସମାଧାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ପାୱାର ସଚିନ ପ୍ରକାଶ, ଜିଲା ଆରକ୍ଷୀ ଅଧୀକ୍ଷକ ନାଗରାଜ ଦେବରାଜ କୁଣ୍ଡା, ଜିଲା ମଙ୍ଗଳ ଅଧିକାରିଣୀ ମୁଜିବୁନି ନିଶା, ସିଡ଼ିପିଓ ସୁଷମା ମିଶ୍ରଙ୍କ ସମେତ ଜିଲାର ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ। ଆଜିକୁ ୩ ବର୍ଷ ବିତିଗଲାଣି ହାତୀ ଖୋଜ ଗ୍ରାମରେ ନିର୍ମାଣ ହୋଇଥିବା ମହିମା ଆଶ୍ରମର ବକେୟା ୬ ଲକ୍ଷ ଟଙ୍କା ମିଳିନାହିଁ। ସେହିପରି ବାର୍ଦ୍ଧକ୍ୟ ଭତ୍ତା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆଦି ବିଷୟରେ ଅଭିଯୋଗକାରୀମାନେ ଏହି ଶିବିରରେ ଅଭିଯୋଗ କରିଥିଲେ। ବ୍ଲକର ସମସ୍ତ ଯନ୍ତ୍ରୀ, କର୍ମଚାରୀ ଏଥିରେ ଅଂଶଗ୍ରହଣ କରିଥିଲେ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା…

ଜଙ୍ଗଲରୁ ଠାବ ହେଲା ମାଓବାଦୀଙ୍କ ବୃହତ୍ ଅସ୍ତ୍ରଶସ୍ତ୍ର ଭଣ୍ଡାର

କୋରାପୁଟ, ୨୨/୬ (ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ବଡ଼ଲିପାହାଡ଼ ଜଙ୍ଗଲରେ ସୁରକ୍ଷାବାହିନୀ ପକ୍ଷରୁ ଚାଲିଥିବା ଚଢ଼ାଉ ବେଳେ ମାଓବାଦୀଙ୍କ ଏକ ବୃହତ୍ ଅସ୍ତ୍ରଶସ୍ତ୍ର…

ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ବ୍ୟସ୍ତ ବିଧାୟକ: ପାଣି ପାଇଁ ହନ୍ତସନ୍ତ ଗ୍ରାମବାସୀ , ଛାତ୍ରୀଛାତ୍ରଙ୍କ ଧାରଣା

ମୋରଡା,୨୨/୬(ସ୍ମାରକ ମାଜୀ): ଜୁନ କୋଡିଏ ତାରିଖରେ ମୟୂରଭଞ୍ଜ ଜିଲାରେ ଭାଜପା ସରକାର ୨ ବର୍ଷ ପୂର୍ତ୍ତି ପାଳନ କରି ସଫଳତାର ଗାଥା ଗାଉଥିବା ବେଳେ ମୋରଡା ନିର୍ବାଚନମଣ୍ଡଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri