ଜିଲାପାଳ କାର୍ଯ୍ୟାଳୟ ଘେରିଲା ପୂର୍ବତନ ସୈନିକ ସଙ୍ଘ

ବଲାଙ୍ଗୀର ଅଫିସ,୩।୪: ଦେଶରେ ଓ୍ବାନ ର଼୍ୟାଙ୍କ ଓ୍ବାନ ପେନସନ ଦାବିରେ ସୋମବାର ସମସ୍ତ ଜିଲା ମୁଖ୍ୟାଳୟମାନଙ୍କରେ ପୂର୍ବତନ ସୈନିକ ସଙ୍ଘ ବିକ୍ଷୋଭ ପ୍ରଦର୍ଶନ କରିଛି। ସେହି କ୍ରମରେ ୪ ଦଫା ଦାବି ନେଇ ବଲାଙ୍ଗୀରର ପୂର୍ବତନ ସୈନିକ ସଙ୍ଘ ଏକ ରାଲିରେ ଆସି ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ପ୍ରଦର୍ଶନ କରିଛନ୍ତି। ଓଆର୍‌ଓପିରେ ଥିବା ବିସଙ୍ଗତିମାନଙ୍କୁ ଦୂର କରିବା ସହ ସମସ୍ତ ସୈନିକମାନଙ୍କୁ ସମାନ ଏମ୍‌ଏସପି, ସମାନ ଡିସେବିଲିଟି ପେନସନ ଓ ସିଡିଏସ ଏବଂ ଇସି ଏଚ୍‌ଏସରେ ସମସ୍ତଙ୍କୁ ସମାନ ସୁବିଧା ପ୍ରଦାନ ନେଇ ଏକ ୪ ଦଫା ସମ୍ମିଳିତ ଦାବି ପତ୍ର ଜିଲାପାଳଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି। ଜିଲାର ସମସ୍ତ ପୂର୍ବତନ ସୈନିକମାନେ ଯୋଗଦେଇ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri