ମନ୍ତ୍ରୀ, ବିଧାୟକଙ୍କୁ ମିଳିଲା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ

 

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ଜିଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷଣା କରାଯାଇଛି। ବିଧାୟକ ଓ ମନ୍ତ୍ରୀଙ୍କୁ ୩୦ ଜିଲାର ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଜାରି ହୋଇଥିବା ସୂଚନନୁସାରେ, ବିଧାୟକ ଅନନ୍ତ ଦାସ ବାଲେଶ୍ୱର ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ଦାୟିତ୍ୱ ମିଳିଥିବା ବେଳେ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ବରଗଡ଼, ବ୍ୟୋମକେଶ ରାୟଙ୍କୁ ଭଦ୍ରକ, ମହିଧର ରଣାଙ୍କୁ ବୌଦ୍ଧ, ପ୍ରମୋଦ ମଲ୍ଲିକଙ୍କୁ କଟକ ଜିଲା ଦାୟିତ୍ୱ ମିଳିଛି। ସେହିପରି ଜଗନ୍ନାଥ ନାୟକଙ୍କୁ କେନ୍ଦୁଝର, ରାଜେନ୍ଦ୍ର ସାହୁଙ୍କୁ ଖୋର୍ଦ୍ଧା, ରଘୁରାମ ପୋଡାଲଙ୍କୁ କୋରାପୁଟ, ମନୋହର ରାନ୍ଧାରୀଙ୍କୁ ନବରଙ୍ଗପୁର, ସତ୍ୟନାରାୟଣ ପ୍ରଧାନଙ୍କୁ ନୟାଗଡ, ଶାରଦା ନାୟକଙ୍କୁ ସୁନ୍ଦରଗଡ ଜିଲାର ଯୋଜନା କମିଟି ଅଧ୍ୟକ୍ଷ ଭାବେ କାର୍ଯ୍ୟ ତୁଲାଇବେ।
ଅନ୍ୟପଟେ, ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ଅନୁଗୋଳ, ରୋହିତ ପୂଜାରୀଙ୍କୁ ବଲାଙ୍ଗିର, ରାଜେନ୍ଦ୍ର ଢୋଲକିଆଙ୍କୁ ଦେବଗଡ଼ଳ ବାସନ୍ତି ହେମ୍ବ୍ରମଙ୍କୁ ଢେଙ୍କାନାଳ, ଜଗନ୍ନାଥ ସାରକାଙ୍କୁ ଗଜପତି, ପ୍ରଫୁଲ ମଲ୍ଲିକଙ୍କୁ ଗଞ୍ଜାମ, ପ୍ରମିଳା ମଲ୍ଲିକଙ୍କୁ ଜଗତସିଂହପୁର, ସମୀର ଦାଶଙ୍କୁ ଯାଜପୁର ଜିଲା ଦାୟିତ୍ୱ ମିଳିଛି। ସେହିପରି ପ୍ରିତୀରଞ୍ଜନ ଘଡେଇଙ୍କୁ ଝାରସୁଗୁଡା, ନବ କିଶୋର ଦାସଙ୍କୁ କଳାହାଣ୍ଡି, ଶ୍ରୀକାନ୍ତ ସାହଙ୍କୁ କନ୍ଧମାଳ, ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କେନ୍ଦ୍ରାପଡା, ତୁଷାରକାନ୍ତି ବେହେରାଙ୍କୁ ମାଲକାନିଗିରି, ଅଶ୍ୱୀନି ପାତ୍ରଙ୍କୁ ମୟୂରଭଞ୍ଜ, ଟୁକୁନି ସାହୁଙ୍କୁ ନୂଆପଡ଼ା, ନିରଞ୍ଜନ ପୂଜାରୀଙ୍କୁ ପୁରୀ, ଅତନୁ ସବ୍ୟସାଚୀ ନାୟକଙ୍କୁ ରାୟଗଡ଼ା, ପ୍ରତାପ କେଶରୀ ଦେଙ୍କୁ ସମ୍ବଲପୁର ଓ ପ୍ରଦୀପ ଅମାତଙ୍କୁ ସୋନପୁର ଜିଲାର ଯୋଜନା କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri