ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଭଦ୍ରକ ଅଫିସ,୨୬।୧: ଭଦ୍ରକ କଲେଜ ପଡିଆରେ ଗୁରୁବାର ଜିଲାସ୍ତରୀୟ ୭୪ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି l ୩୧ଟି ଟିମ ପରେଡରେ ଭାଗ ନେଇଥିଲେ l ମୁଖ୍ୟ ଅତିଥି ଭାବେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଓ ଏସପି ବରୁଣ ଗୁଣ୍ଟୁପାଲି ଯୋଗ ଦେଇ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ l ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଶେଷରେ କୃତୀ ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଟ୍ରଫି ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧।୧୦(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?