ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ ୩ ଜଣିଆ ପ୍ରତିନିଧି ଦଳ ଶୁକ୍ରବାର ପରିଦର୍ଶନ କରିଛନ୍ତି। ଏହି ଟିମ୍‌ରେ ଡା. ପଲ୍ଲବୀ ପରିଡା ଓ ଡା. ପ୍ରେମାନନ୍ଦ ଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ଏହି ଟିମ୍‌ ଇଞ୍ଜେକ୍ସନ ପ୍ରିଭେନସନ କଣ୍ଟ୍ରୋଲ ଆଦିର ସମୀକ୍ଷା କରିଛନ୍ତି। ଏଥିସହ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ପ୍ରସବ ଗୃହ, ଅସ୍ତ୍ରୋପଚାର ଗୃହ, ପରୀକ୍ଷାଗାର କେନ୍ଦ୍ର, ଓପିଡି, ଆଇପିଡି ଏବଂ ଅନ୍ୟାନ୍ୟ ୟୁନିଟ୍‌ଗୁଡ଼ିକ ବୁଲି ଦେଖିଥିଲେ। ସ୍ବାସ୍ଥ୍ୟକେନ୍ଦ୍ର୍‌ର ସମସ୍ତ ୟୁନିଟ୍‌ଗୁଡ଼ିକ ଗାଇଡଲାଇନ୍ସ ଅନୁସାରେ ସବୁ କାର୍ଯ୍ୟ ଠିକ୍‌ ରୂପେ ତ୍ୱରାନ୍ବିତ ହେଉଥିବାରୁ ଟିମ୍‌ ଅଧୀକ୍ଷକ ଡାକ୍ତର ସ୍ବାଧୀନ ରଥ ଏବଂ ଅନ୍ୟମାନଙ୍କୁ ପ୍ରଂଶସା କରିଥିଲେ । ଏହି ଅବସରରେ ଡାକ୍ତର ଅଜିତ ନାୟକ, ପିଏଚଇଓ ବରୁଣ ପାଣିଗ୍ରାହୀ, ବିପିଏମ ଶଶାଙ୍କ ଶେଖର ପଣ୍ଡା, ବିଏଏମ ଦେବାଶିଷ ପାତ୍ର, ବିଡ଼ିଏମ ଶିବାନୀ ସେନାପତିଙ୍କ ସମେତ ଫାର୍ମାସିଷ୍ଟ ଓ ନର୍ସ ମାନେ ଉପସ୍ଥିତ ଥିଲେ l

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ଆଗାମୀ ୩ ମାସ ଏହି ରାଶିଙ୍କ ଭାଗ୍ୟରେ ଲାଗିବ ଲଟେରୀ! ମିଳିବ ମନଚାହାଁ ସଫଳତା, ଚାକିରିରେ ପଦୋନ୍ନତି, ବ୍ୟବସାୟରେ ଟଙ୍କା ହିିଁ ଟଙ୍କା

ଭୁବନେଶ୍ୱର: ୨୦୨୬ ବର୍ଷ ଶେଷ ଆଡ଼କୁ ଗତି କରୁଥିବା ବେଳେ ଆଗାମୀ ତିନି ମାସ ଧାର୍ମିକ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଏହି…

ଆସିଲା ନୂଆ ସିମ୍ କାର୍ଡ ନିୟମ; ନିଜ ସିମ୍‌ ଅନ୍ୟକୁ ଦେଲେ ଏତିକି ବର୍ଷ ଜେଲ୍‌

ନୂଆଦିଲ୍ଲୀ,୨୨।୯: ସିମ୍ କାର୍ଡକୁ ନେଇ ନୂଆ ନିୟମ ଆସିଛି । ଜଣେ ବ୍ୟକ୍ତିଙ୍କ ନାଁରେ ଚାଲୁଥିବା ସିମ୍‌ରୁ ଯଦି ସାଇବର ଠକେଇ କିମ୍ବା ଅନ୍ୟ କୌଣସି ବେଆଇନ…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…

ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ

ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?