ଗୁଗଲ ଟ୍ରେଣ୍ଡରେ ଦିଭମଙ୍କ ନୂଆ ରେକର୍ଡ

ନୂଆଦିଲ୍ଲୀ,୮।୧୦: ଉଦୀୟମାନ ଯୁବ କଳାକାର ଦିଭମ ଜୁନେଜା ଗୁଗଲ ଟ୍ରେଣ୍ଡରେ ଏକ ନୂଆ ରେକର୍ଡ ହାସଲ କରିଛନ୍ତି। ଏପରିକି ସେ ଗୁଗଲ ଟ୍ରେଣ୍ଡରେ ଦେଶର ପ୍ରମୁଖ ସେଲିବ୍ରିଟ ଓ ଅନ୍ୟମାନଙ୍କୁ ମଧ୍ୟ ପଛରେ ପକାଇଦେଇଥିଲେ। ବିଶେଷକରି ଫାୟାର ଏଗେନ ଏବଂ ନୟି ଆୟେଗୀ ଭଳି ସୁମଧୁର ଗୀତ ସହ ନୃତ୍ୟରେ ମଧ୍ୟ ରୁଚି ରଖିଛନ୍ତି। ଦିଭମ ନୋକଝୋକ,ଭାଇଦୋଜ,କୋର୍ଟମାର୍ସଲ ଏବଂ ରାକ୍ଷୀ ଭଳି ଡ୍ରାମାରେ ମଧ୍ୟ ଅଭିନୟ କରିଛନ୍ତି। ଏପରିକି ତାଙ୍କ ଗୀତ ଓ ନୃତ୍ୟ ସହ ଅଭିନୟ ଏବଂ ଅନ୍ୟ କାମଗୁଡ଼ିକୁ ମଧ୍ୟ ଦର୍ଶକ ବେଶ୍‌ ପସନ୍ଦ ସହ ଭଲ ପାଇବା ମଧ୍ୟ ଦେଇଛନ୍ତି। ସେହିଭଳି ଦିଭମ ଜୁନେଜା ହେଉଛନ୍ତି ବିଶିଷ୍ଠ ଶିଳ୍ପପତି ତଥା ଜଣାଶୁଣା ବ୍ୟବସାୟୀ ଏବଂ ନିବେଶକ ସଞ୍ଜୀବ ଜୁନେଜାଙ୍କ ପୁତ୍ର। ଭବିଷ୍ୟତ ପାଇଁ ଅନେକ ଯୋଜନା କରିଥିବା ଦିଭମ ଜଣେ ସାମାଜିକ କର୍ମୀ ମଧ୍ୟ। ସେ ସମାଜସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିବା ସହ ଅବସରରେ ବିଭିନ୍ନ କାର୍ଯ୍ୟରେ ମଧ୍ୟ ନିଜକୁ ସକ୍ରିୟ ରଖିଥାନ୍ତି। ଏପରିକି ନିଜ ପରିବାରର ଏନ୍‌ଜିଓ ଆଇଜିକେ ଫାଉଣ୍ଡେଶନ ଦ୍ୱାରା ସେ ବିଭିନ୍ନ ପ୍ରକାର ସମାଜ କଲ୍ୟାଣ କାର୍ଯ୍ୟ କରୁଛନ୍ତି। ଏ ସମ୍ପର୍କରେ ସଞ୍ଜୀବ କହିଛନ୍ତି, ଆଗାମୀ ଦିନ ଲାଗି ଦିଭମଙ୍କୁ ଶୁଭେଚ୍ଛା ଜଣାଉଛି। ଭବିଷତ୍ୟରେ ସେ ଜଣେ ଭଲ ମଣିଷ ସହ ନିଜ ସାମର୍ଥ୍ୟରେ ଏକ ପରିଚୟ ସୃଷ୍ଟି କରୁ ବୋଲି ମୋର ଆଶା। ଉଲ୍ଲେଖଯୋଗ୍ୟ, ଡ.ଅର୍ଥୋ, ରୂପମନ୍ତ୍ରା, ସଚ୍ଚି ସହେଲୀ,ପେଟ୍‌ ସଫା ଭଳି ଉତ୍ପାଦ ଆଣିବାରେ ଡା. ଜୁନେଜାଙ୍କର ପ୍ରୟାସ ବେଶ୍‌ ପ୍ରଶଂସନୀୟ।


Enter your email to get our daily news in your inbox.

All Right Reserved By Dharitri.Com

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri