ମା’-ବାପାଙ୍କୁ ହରାଇଥିବା ଦିବେଶ ମାଟ୍ରିକ ଟପ୍ପର

ଝାରସୁଗୁଡ଼ା ଅଫିସ,୨୯ା୭: କଥାରେ ଅଛି ଇଚ୍ଛାଶକ୍ତି ଥିଲେ ସଫଳତା ଆପଣାଛାଏଁ ମିଳିଥାଏ। ଏହି କଥାର  ବାସ୍ତବତା ଦେଖିବାକୁ ମିଳିଛି ଝାରସୁଗୁଡ଼ା ଜିଲାରେ। ଏହି ଜିଲାର ନିକତିମାଲ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ର ଦିବେଶ ବେହେରା ଏ-୧ ଗ୍ରେଡ୍‌ ରଖି ମାଟ୍ରିକ ଟପ୍ପର ହୋଇଛନ୍ତି। ସେ ୫୪୦ ମାର୍କ ରଖିଛନ୍ତି। ଦିବେଶ ଦିନକୁ ୧୪ରୁ ୧୫ ଘଣ୍ଟା ପରିଶ୍ରମ କରୁଥିଲେ। ଭବିଷ୍ୟତରେ ସେ ଭାରତୀୟ ପ୍ରଶାସନିକ ଅଧିକାରୀ ହେବାର ଲକ୍ଷ୍ୟ ରଖିଥିବା କହିଛନ୍ତି। ସବୁଠୁ ଦୁଃଖର କଥା ହେଉଛି ଦିବେଶ ମା’ ବାପାଙ୍କୁ ହରାଇଛନ୍ତି। ବାପା କୃଷ୍ଣଚନ୍ଦ୍ର ବେହେରା ୨୦୧୮ରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବେଳେ ମା’ମଧ୍ୟ ଆରପାରିକୁ ଚାଲିଯାଇଥିଲେ। ତେବେ ମା-ବାପାଙ୍କୁ ହରାଇଥିବା ଦିବେଶ ଜଣେ ସମ୍ପର୍କୀୟଙ୍କ ଘରେ ରହି ପଢୁଥିଲେ। ସେ ତାଙ୍କର ସଫଳତା ତାଙ୍କ ବାପା ମା’ଙ୍କୁ ଉତ୍ସର୍ଗୀକୃତ କରିଥିବା କହିଛନ୍ତି। ତାଙ୍କ ବାପାଙ୍କ ସ୍ବପ୍ନ ଥିଲା ଯେ, ଦିବେଶ ଭାରତୀୟ ପ୍ରଶାସନିକ ଅଧିକାରୀ ହେବେ। ଏଣୁ ବାପାଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ଅଧିକ ପରିଶ୍ରମ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨.୮୦ କୋଟିର ବ୍ରାଉନ୍‌ସୁଗାର ଜବତ: ୨ ଗିରଫ

ସଜନାଗଡ଼/ଜଳେଶ୍ୱର,୧୯।୩(ଡି.ଏନ.ଏ./ସ୍ବ.ପ୍ର.)-ବାରମ୍ବାର ଧରପଗଡ ସତ୍ତ୍ୱେ ବାଲେଶ୍ୱର ଜିଲାରେ ବ୍ରାଉନ ସୁଗାର ଚୋରା କାରବାର ଥମିବାର ନାଁ ଧରୁ ନାହିଁ । ଭୁବନେଶ୍ୱରରୁ ଆସିଥିବା ସ୍ବତନ୍ତ୍ର ଟାସ୍କ ଫୋର୍ସ...

ଫାଷ୍ଟ ଡିଭିଜନରେ ମାଟ୍ରିକ୍‌ ପାସ କଲେ ଫୁଲବାଣୀ ବିଧାୟକ

ଫୁଲବାଣୀ ଅଫିସ, ୬।୭- ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ମାଟ୍ରିକ ପାସ କରିଛନ୍ତି । ବିଧାୟକ କହଁର ବି-୧ ଗ୍ରେଡ଼ ପାଇଛନ୍ତି। ମୋଟ ୫୦୦ ମାର୍କରୁ...

ଡ. ଗାୟତ୍ରୀବାଳା ପଣ୍ଡା ପାଇବେ ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ କବୟିତ୍ରୀ ଡ. ଗାୟତ୍ରୀବାଳା ପଣ୍ଡା। ସେ ତାଙ୍କର କବିତା ସଂକଳନ ‘ଦୟାନଦୀ’ ପାଇଁ...

ଆତଙ୍କ ଖେଳାଉଛି କିଡ୍‌ନୀ ରୋଗ: ୪ବର୍ଷରେ ଗଲାଣି ୩୦ରୁ ଊର୍ଦ୍ଧ୍ୱ ଜୀବନ

ଖଣ୍ଡପଡ଼ା,୨୪ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ଭାପୁର ବ୍ଲକ ଲକ୍ଷ୍ମୀପ୍ରସାଦ ଗ୍ରାମରେ କିଡ୍‌ନୀ ରୋଗ ଆତଙ୍କ ଖେଳାଉଛି। ଗତ ୩/୪ ବର୍ଷ ମଧ୍ୟରେ ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ଏହି...

ଗର୍ଭବତୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ; ଶାଶୁ, ଶ୍ୱଶୁର ଏବଂ ସ୍ବାମୀ ଅଟକ

ସିଂହପୁର,୧।୧୨(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ପଞ୍ଚାୟତ ଜରି ଗ୍ରାମର ଜଣେ ମହିଳାଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ବାପଘର ପକ୍ଷରୁ...

ସୁସ୍ଥ ହେଲେ ଆଉ ୩୪୦୪ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ପଢନ୍ତୁ

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୩୪୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୦୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୭୪, ପୁରୀରୁ ୨୮୯,...

ଆରମ୍ଭରୁ ହାତ ଟେକିଲେଣି

ଯୋଡ଼ା,୩୦।୧୧(ଡି.ଏନ୍‌.ଏ.) ଚଳିତବର୍ଷ ମାର୍ଚ୍ଚରେ ଶେଷ ହୋଇଥିବା ରାଜ୍ୟର ବିଭିନ୍ନ ଖଣିମଣ୍ଡଳର ୧୭ଟି ଲୁହାପଥର ଖଣି ପାଇଁ ୨୦୧୯ ଶେଷ ଭାଗରେ ନିଲାମ ଡକାଯାଇଥିଲା। ସେଥିମଧ୍ୟରୁ ଯୋଡ଼ା...

ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା: ଖାଲି ଗଞ୍ଜାମରୁ ୩

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୬ଜଣଙ୍କ ମୁଣ୍ଡ ନେଇଛି କରୋନା। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ୩ଜଣ ଗଞ୍ଜାମ ଜିଲାର ଥିବା...

Advertisement
Archives

Model This Week