Posted inଫୁରସତ

ବିଲେଇ ପାଇଁ ସ୍ବାମୀଙ୍କୁ ଛାଡ଼ପତ୍ର

ୱାଶିଂଟନ: ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଅନେକ ସମୟରେ କଳି ଲାଗି ବିବାହ ବିଚ୍ଛେଦ ହୋଇଥାଏ। ହେଲେ ନିକଟରେ ଘରେ ପାଳିଥିବା ବିଲେଇକୁ ସ୍ବାମୀ ବାହାର କରିଦେବାରୁ ସ୍ତ୍ରୀ ତାଙ୍କୁ ଛାଡପତ୍ର ଦେଇଥିବା ନଜରକୁ ଆସିଛି। ଜଣେ ମହିଳା ତାଙ୍କ ବାପାଙ୍କ ଦେହାନ୍ତ ପରେ ବେନ୍‌ଜି ନାମକ ଏକ ବିଲେଇ ପାଳିଥିଲେ। ମହିଳା ସେହି ବିଲେଇକୁ ତାଙ୍କ ବାପାଙ୍କ ପୁନର୍ଜନ୍ମ ବୋଲି ଭାବୁଥିଲେ। ଧୀରେ ଧୀରେ ମହିଳା ଉକ୍ତ ବିଲେଇକୁ ଅଧିକ ସ୍ନେହ କରିବାକୁ ଲାଗିଲେ। ଏହା ଦେଖି ତାଙ୍କ ସ୍ବାମୀ ଅତ୍ୟନ୍ତ ବିରକ୍ତି ହେଉଥିଲେ। ଦିନେ ମହିଳା ତାଙ୍କ ମା’ଙ୍କ ଜନ୍ମଦିନ ପାଳନ ବାହାରକୁ ଯାଇଥିଲେ। ଏହାର ସୁଯୋଗ ନେଇ ତାଙ୍କ ସ୍ବାମୀ ପାଳିତ ବିଲେଇକୁ ପ୍ରାଣୀ ରହୁଥିବା ସ୍ଥାନରେ ଛାଡି ଦେଇଥିଲେ। ଏଥିରେ ସ୍ତ୍ରୀ ବ୍ୟସ୍ତ ହୋଇ ଛଡାଯାଇଥିବା ସ୍ଥାନରୁ ବିଲେଇକୁ ସାଙ୍ଗରେ ଆଣିଥିଲେ। ହେଲେ ସ୍ବାମୀଙ୍କ ଏପରି କାର୍ଯ୍ୟ ଯୋଗୁ ସେ ତାଙ୍କୁ ଛାଡପତ୍ର ଦେବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri