ପ୍ରଥମ ଥର ଲାଗି ବରୁଣଙ୍କ ସହ ବ୍ରେକ୍‌ଅପ୍‌କୁ ନେଇ ମୁହଁ ଖୋଲିଲେ ଦିବ୍ୟା

ବମ୍ବେ: ଆଜିକାଲି ପୂର୍ବ ପ୍ରେମିକ ବରୁଣ ସୁଦଙ୍କୁ ନେଇ ଚର୍ଚ୍ଚାରେ ରହୁଛନ୍ତି ଟେଲିଭିଜନ ଅଭିନେତ୍ରୀ ଦିବ୍ୟା ଅଗ୍ରଓ୍ବାଲ। ଗତ ବର୍ଷ ଡିସେମ୍ବରରେ ଉଭୟଙ୍କ ବ୍ରେକ୍‌ଅପ୍‌ ହୋଇଥିଲା। ଏହାର ମାତ୍ର ଏକ ମାସ ପରେ ଦିବ୍ୟା ନିଜର ବନ୍ଧୁଙ୍କ ସହ ନିର୍ବନ୍ଧ କରି ସମସ୍ତଙ୍କୁ ଚମକାଇଥିଲେ। ହେଲେ ଏବେ ଦିବ୍ୟା-ବରୁଣଙ୍କ ମଧ୍ୟରେ ସବୁକିଛି ଠିକ୍‌ ଚାଲିନାହିଁ। ଦୁହେଁ ଦୁହିଁଙ୍କୁ ଟାର୍ଗେଟ କରିବାର କୌଣସି ମଉକା ଛାଡ଼ୁନାହାନ୍ତି।

ନିକଟରେ ଅଭିନେତ୍ରୀ ନିଜର ଇନ୍‌ଷ୍ଟାଗ୍ରାମରେ ଏକ ଚାଟିଂ ସେଶନ୍‌ ରଖିଥିଲେ। ଏଥିରେ ସେ ବ୍ୟକ୍ତିଗତ ଜୀବନକୁ ନେଇ ଖୋଲାଖୋଲି କଥା ହୋଇଛନ୍ତି। ଦିବ୍ୟା କହିଛନ୍ତି, ନିଜ ଶୋ’ର ପ୍ରମୋଶନ ସମୟରେ ବ୍ୟକ୍ତିଗତ ପ୍ରଶ୍ନର ଉତ୍ତର ଦେବାକୁ ପଡ଼ୁଛି। ଏବେ ଆମ ବ୍ରେକ୍‌ଅପ୍‌କୁ ବର୍ଷେ ବିତିଗଲାଣି। ବରୁଣ ବୁଝିବା ଉଚିତ ଯେ ମୋର ନିର୍ବନ୍ଧ ଶେଷ ହୋଇଛି। ବ୍ରେକ୍‌ଅପ୍‌ ପରର ସମୟ ବହୁତ କଷ୍ଟକର ଥିଲା। ଲୋକେ ମୋତେ ଗୋଲ୍ଡ ଡିଗ୍‌ର ବୋଲି କହୁଥିଲେ। କହିବାକୁ ଗଲେ ମୁଁ ତିନୋଟି ରିଆଲିଟି ଶୋ’ର ବିଜେତା। ଆଗକୁ ତିନୋଟି ଓ୍ବେବ୍‌ ସିରିଜରେ ନଜର ଆସିବି। ମୁଁ ଜଣେ ଆତ୍ମନିର୍ଭର ମହିଳା। ମୋତେ କାହା ଟଙ୍କାର ଆବଶ୍ୟକତା ନାହିଁ। ଯଦି ମୁଁ ମୋ ଜୀବନରେ ବିବାହ କରିବାକୁ ଚାହେଁ ତେବେ ଏଥିରେ ଭୁଲ କଣ ବୋଲି ସେ କହିଛନ୍ତି।

କହିରଖୁଛୁ, ଦିବ୍ୟା ଏବଂ ବରୁଣ ପ୍ରଥମେ ଟେଲିଭିଜନ ରିଆଲିଟି ଶୋ’ ‘ଏସ୍‌ ଅଫ୍‌ ସ୍ପେସ୍‌’ରେ ପରସ୍ପରକୁ ଭେଟିଥିଲେ। ଏହାପରେ ଦୁହେଁ ଏକାଠି ‘ସ୍ପ୍ଲିଟ୍ସଭିଲ୍ଲା’ରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି…

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri