ଦୁଃଖ ବଖାଣିଲେ ଦିବ୍ୟାଙ୍ଗ ମନୋଜ ମିଳୁନାହିଁ ସହାୟତା: ଉପଜିଲାପାଳଙ୍କୁ ଜଣାଇ କହିଲେ…

ଭଞ୍ଜନଗର,୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କଞ୍ଚୁରୁ ଗ୍ରାମର ମନୋଜ ଡାକୁଆ ଜଣେ ଦିବ୍ୟାଙ୍ଗ । କିନ୍ତୁ ସରକାରଙ୍କ ଘୋଷଣା ଅନୁସାରେ ତାଙ୍କୁ ବର୍ଦ୍ଧିତ ଭତ୍ତା ମିଳୁନାହିଁ । ଏଥିସହ ଅନ୍ୟାନ୍ୟ କିଛି ସୁବିଧା ମଧ୍ୟ ତାଙ୍କୁ ମିଳିନାହିଁ। ତେଣୁ ମନୋଜ ସୋମବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର ବେହେରାଙ୍କୁ ଭେଟି ସମସ୍ୟା ତାଙ୍କ ସମ୍ପର୍କରେ ଅବଗତ କରାଇବା ସହ ବର୍ଦ୍ଧିତ ଭତ୍ତା ଦେବା ପାଇଁ ନିବେଦନ କରିଛନ୍ତି। ଏଥିସହ ଛୋଟିଆ ଦୋକାନ ଟିଏ କରି ପରିବାର ଚଳାଉଥିବା ଯୋଗୁ ଋଣ ଦେବା ସହ
ବ୍ୟାଟେରୀ ଚାଳିତ ଗାଡିଟେ ଦେବା ପାଇଁ ଅନୁରୋଧ କରିଛନ୍ତି। ଉପ ଜିଲାପାଳ ଆଇନ ଅନୁଯାୟୀ ଯାହା ସହାୟତା ସମ୍ଭବ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ସ
ସୂଚନା ଯୋଗ୍ୟ ଯେ ମନୋଜ ୮୦ ପ୍ରତିଶତ ଦିବ୍ୟାଙ୍ଗ ଅଛନ୍ତି । ତଥାପି ସରକାରଙ୍କ ଯୋଜନାର ସୁଫଳ ଅଗ୍ରାଧିକାର ଭିତ୍ତିରେ ପାଇପାରୁନାହାଁନ୍ତି । ଯାହାକୁ ନେଇ ମନୋଜ ନିଜର ଦୁଃଖ ବଖାଣିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri