ରାମାୟଣରେ ଅପ୍‌ସରା ଚରିତ୍ରରେ ଅଭିନୟ କରିଥିଲେ ଏହି ଲୋକପ୍ରିୟ ଟେଲି ଅଭିନେତ୍ରୀ

ମୁମ୍ବାଇ: ଟେଲି ଅଭିନେତ୍ରୀ ଦିବ୍ୟଙ୍କା ତ୍ରୀପାଠିଙ୍କୁ କିଏ ବା ନ ଜାଣେ। ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ସେ ହେଉଛନ୍ତି ଅନ୍ୟତମ। ‘ବନୁ ମେଁ ତେରୀ ଦୁଲହନ’ ସରିୟଲ୍‌ରୁ ନିଜ କ୍ୟାରିୟର ଆରମ୍ଭ କରିଥିବା ଦିବ୍ୟଙ୍କା ବର୍ତ୍ତମାନ ଇସି ମା’ ଭାବେ ବେଶ୍‌ ପରିଚିତ। ଷ୍ଟାର ପ୍ଲସ୍‌ର ପପୁଲାର ଶୋ’ ‘ୟେ ହେଁ ମହବତେଁ’ରେ ଇଶିତା ଚରିତ୍ରରେ ଅଭିନୟ କରି ଦିବ୍ୟଙ୍କା ଦର୍ଶକଙ୍କ ମନକୁ ବେଶ୍‌ ଜିଣିପାରିଛନ୍ତି।

ବର୍ତ୍ତମାନ ଦିବ୍ୟଙ୍କା ସାଉଥ ଆଫ୍ରିକାର କେପଟାଉନ ସ୍ଥିତ ଏକ ରିଅଲିଟି ଶୋ’ ଖତ୍‌ରୋଁ କେ ଖୀଲାଡି ସିଜିନ୍‌ ୧୧ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ହେଲେ ଜାଣିଛନ୍ତି କି, ଏହି ଲୋକପ୍ରିୟ ଟେଲି ଅଭିନେତ୍ରୀ ମନରୋଞ୍ଜନ ସିରିୟଲ୍‌ ସହ ଅଧ୍ୟାତ୍ମିକ ସିରିୟଲ୍‌ରେ ବି କାମ କରିସାରିଛନ୍ତି। ଆଜ୍ଞା ହଁ, ୨୦୧୨ରେ ଜି’ ଟିଭିରେ ପ୍ରସାରିତ ହୋଇଥିବା ସିରିୟଲ୍‌ ରାମାୟଣରେ ଦିବ୍ୟଙ୍କା ଜଣେ ଅପ୍‌ସରା ଚରିତ୍ରରେ ଅଭିନୟ କରିିଥିଲେ। ସେଥିରେ ଅଭିନେତା ଗଗନ ମଲିକ ଓ ନେହା ସରଗମଙ୍କୁ ରାମ ଓ ସୀତା ଚରିତ୍ରରେ ଦେଖିବାକୁ ମିଳିଥିଲା।

ଏଥିରେ ଦିବ୍ୟଙ୍କା ରାମ ଓ ସୀତାଙ୍କ ବିବାହ ବିଳମ୍ବ କରିବାର କାର୍ଯ୍ୟ କରିଥିଲେ। ରାମାୟଣରେ ଅପ୍‌ସରା ଚରିତ୍ର ପାଇଁ ସେ ଏକ ହ୍ବାଇଟ୍‌ ଆଉଟ୍‌ଫିଟ୍‌ରେ ନଜର ଆସିଥିଲେ। ଏହି ଚରିତ୍ରରେ ସେ ଥିବା ନେଇ ଅଧିକାଂଶ ଲୋକ ଲକ୍ଷ୍ୟ କରିପାର ନ ଥିବେ। ହେଲେ ଆଜି ବି ତାଙ୍କର ଏହି ଚରିତ୍ର ଲୋକଙ୍କୁ ମନ୍ତ୍ରମୁଗ୍ଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri