Posted inଖେଳ

ଦିପାବଳୀ ହେଉ ବା ହୋଲି ‘ଅନୁଷ୍କା ଲଭସ୍‌ କୋହଲି’

ନୂଆଦିଲ୍ଲୀ,୧୩।୬: ଭାରତ ଟି -୨୦ ବିଶ୍ୱକପ ୨୦୨୪ ରେ ୭ ଟି ୱିକେଟରେ ଆମେରିକାକୁ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ ଟି -୨୦ବିଶ୍ୱକପ ୨୦୨୪ର ସୁପର -୮ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଏହି ମ୍ୟାଚରେ କିଛି ରୋଚକ ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଥିଲା । ସଚନାଯୋଗ୍ୟ, ଏହି ମ୍ୟାଚ ସମୟରେ ଯେତେବେଳେ ଟିମ ଇଣ୍ଡିଆ ଫିଲ୍ଡିଂ କରୁଥିଲା, ଷ୍ଟାଣ୍ଡରେ ଠିଆ ହୋଇଥିବା ପ୍ରଶଂସକମାନେ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ଦେଖିବା ପରେ ମଜାଳିଆ ସ୍ଲୋଗାନ ଦେବା ଆରମ୍ଭ କରିଥିଲେ।
ଇଣ୍ଡିଆ ବନାମ ଆମେରିକା ମ୍ୟାଚ ସମୟରେ ଯେତେବେଳେ ବିରାଟ କୋହଲି ଫିଲ୍ଡିଂ କରୁଥିଲେ, ଷ୍ଟାଡିୟମରେ ଉପସ୍ଥିତ ପ୍ରଶଂସକମାନେ ତାଙ୍କୁ ଦେଖିବା ପରେ ଉତ୍ସାହିତ ହୋଇଥିଲେ। ଏହା ପରେ ପ୍ରଶଂସକମାନେ ତାଙ୍କୁ ଦେଖିବା ପରେ ମଜାଳିଆ ସ୍ଲୋଗାନ ଦେବା ଆରମ୍ଭ କଲେ । ପ୍ରଶଂସକମାନେ ପ୍ରଥମ ସ୍ଲୋଗାନ ଦେଇଥିଲେ, ‘୧୦ ଟଙ୍କା ପେପସି, କୋହଲି ଭାଇ ସେକ୍ସି’। ଏହା ପରେ ପ୍ରଶଂସକମାନେ ‘ଦିୱାଲି ହୋ ୟା ହୋଲି, ଅନୁଷ୍କା ଲଭସ୍‌ କୋହଲି’ ଭଳି ସ୍ଲୋଗାନ ଦେଇଥିଲେ। ତେବେ କୋହଲି ତାଙ୍କ ଫିଲ୍ଡିଂ ଉପରେ ଧ୍ୟାନ ଦେଇଥିଲେ। ଏହି ସ୍ଲୋଗାନ ଶୁଣିବାକୁ ବହୁତ ଆକର୍ଷଣୀୟ ଥିଲା। ଏହି ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri