ଦୀପାବଳି ଛୁଟି ୨୦ ନା ୨୧: ସରକାରଙ୍କ ପକ୍ଷରୁ ଆସିଲା ବଡ଼ ଅପଡେଟ୍‌

ଭୁବନେଶ୍ୱର,୧୮ା୧୦(ରବିନାରାୟଣ ଜେନା):ଚଳିତବର୍ଷ ଦୀପାବଳି ପାଇଁ ସରକାରୀ ଛୁଟିର ତାରିଖ ପରିବର୍ତ୍ତନ ହୋଇପାରେ। ଏସଂକ୍ରାନ୍ତରେ ଏକ ଫାଇଲ ରାଜସ୍ବ ବିଭାଗ ପକ୍ଷରୁ ସରକାରଙ୍କ ଅନୁମୋଦନ ପାଇଁ ପଠାଯାଇଛି। ସରକାରଙ୍କ ଅନୁମୋଦନ ପରେ ଦୀପାବଳି ଛୁଟି ସେପ୍ଟେମ୍ବର ୨୧(ମଙ୍ଗଳବାର) ପରିବର୍ତ୍ତେ ୨୦ ତାରିଖ(ସୋମବାର)କୁ ଘୋଷଣା ହେବ ବୋଲି ରାଜସ୍ବ ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 

Share