ଏଥର ବାଣ ନୁହେଁ, ରଙ୍ଗୋଲିରେ ଦୀପାବଳି ମନାଇଲେ ବସ୍ତିବାସିନ୍ଦା

ଭଞ୍ଜନଗର,୧୪ା୧୧(ଡି.ଏନ୍‌.ଏ.): ଚଳିତବର୍ଷ ବାଣ ଫୁଟାଇବା ଉପରେ ପ୍ରତିବନ୍ଧକ ଲାଗିଥିବା ବେଳେ ଶନିବାର ଦୀପାବଳି ଅବସରରେ ବସ୍ତି ଅଞ୍ଚଳରେ ରଙ୍ଗୋଲି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଭଞ୍ଜନଗର ଏନ୍‌ଏସି ପକ୍ଷରୁ ବସ୍ତି ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ସହ ଦୀପାବଳି ଉତ୍ସବ ପାଳନ କରାଯାଇଥିଲା।

ଏନ୍‌ଏସି ନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟ, ଯନ୍ତ୍ରୀ ସୁଶାନ୍ତ ସାହୁ, ବସ୍ତି ଅଞ୍ଚଳ ଉନ୍ନୟନ କମିଟିର ସଂଯୋଜକ ପଞ୍ଚାନନ ପାଳ, ଶୂଳପାଣି ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ସରକାରୀ ଗୃହ ପାଇଥିବା ହିତାଧିକାରୀମାନେ ଘର ସମ୍ମୁଖରେ ଝୋଟି ଆଙ୍କିବା ସହ ଘରକୁ ଆଲୋକମାଳାରେ ସଜାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧନଦାତ୍ରୀଙ୍କ ଧରାବତରଣ

ଢେଙ୍କାନାଳ ଅଫିସ,୧୪।୧୦: ଧରାପୃଷ୍ଠକୁ ଓହ୍ଲାଇ ଆସିଛନ୍ତି ସମୃଦ୍ଧିର ପ୍ରତୀକ ଧନଦାତ୍ରୀ ମା’ ଲକ୍ଷ୍ମୀ। ରବିବାର ରାତିରୁ ସମସ୍ତ ପୂଜା ମଣ୍ଡପରେ ଅନାବରଣ ହୋଇଛି ମା’ଙ୍କ ମୃଣ୍ମୟୀ ମୂର୍ତ୍ତି।...

ଅଯୋଧ୍ୟା ପଠାଗଲା ସମଲେଇ ପୀଠର ମାଟି, ଜଳ

ସମ୍ବଲପୁର, ୨୫ା୭(ବ୍ୟୁରୋ): ଅଗଷ୍ଟ ୫ ତାରିଖରେ ଅଯୋଧ୍ୟାଠାରେ ରାମ ମନ୍ଦିର ନିର୍ମାଣ ଲାଗି ଭୂମି ପୂଜା ହେବ। ତେଣୁ ସମଗ୍ର ଦେଶର ବିଭିନ୍ନ ପ୍ରାନ୍ତରୁ ପବିତ୍ର...

ବଲାଙ୍ଗୀରରେ ସଙ୍ଗୀତା ସିଂହ ଦେଓ ଆଗୁଆ

ବଲାଙ୍ଗୀର ଅଫିସ,୨୩।୫: ପ୍ରଥମ ରାଉଣ୍ଡରେ ଭାଜପାର ସଙ୍ଗୀତା ସିଂହ ଦେଓ ୨୫୬୭ ଭୋଟରେ ଆଗୁଆ ଅଛନ୍ତି। ବିଜେଡିର କଳିକେଶ ନାରାୟଣ ସିଂହ ଦେଓ ୧୧୧୨ଭୋଟ ପାଇଛନ୍ତି।...

୫ ଦିନ ହେଲା ହନୁମାଙ୍କଡ଼ ଆତଙ୍କ: ୧୫ରୁ ଊର୍ଦ୍ଧ୍ୱ ଆହାତ

ପୁରୁଷୋତ୍ତମପୁର,୧୯।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବାଘଳା ଗ୍ରାମରେ ଗତ ୫ ଦିନ ହେଲା ଦୁଇଟି ହନୁମାଙ୍କଡ ଦୌରାତ୍ମ୍ୟ ଚଐାଇଛନ୍ତି। ଏପରିକି ୧୫ ରୁ...

ବିନୋଦିନୀ ଚିଟ୍‌ଫଣ୍ଡ ସଂସ୍ଥାର ୧୦କୋଟି ଠକେଇ: ଏସ୍‌ଡିପିଓଙ୍କ ଦ୍ୱାରସ୍ତ ହେଲେ ଜମାକାରୀ

ବ୍ରହ୍ମପୁର ଅଫିସ,୬ା୧୧-ଚିଟଫଣ୍ଡ ସଂସ୍ଥାଗୁଡିକ ଗଞ୍ଜାମ ଜିଲାର ହଜାର ହାଜର ଜମାକାରୀଙ୍କ କୋଟି କୋଟି ଟଙ୍କା ଠକି ନେଇଯାଇଛନ୍ତି। ବୈଦ୍ୟନାଥପୁର ଥାନା ଅଯୋଧ୍ୟାନଗର ପ୍ରଥମ ଲେନ୍‌ରେ ଖୋଲିଥିବା...

ଆଖଣ୍ଡଳମଣି ମନ୍ଦିର ଦର୍ଶନ ସମୟ ବଢ଼ିଲା

ଆରଡ଼ି, ୩।୧: ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ମନ୍ଦିରରେ ଦର୍ଶନ ସମୟ ବଢ଼ିଛି। ପୂର୍ବରୁ କୋଭିଡ୍‌ କଟକଣା ଅନୁଯାୟୀ ପ୍ରତିଦିନ ସକାଳ ୭ଟାରୁ...

ଭାଇ ବାହାଘରରେ ମହିଳା ତହସିଲଦାରଙ୍କ ନୃତ୍ୟ, ଭିଡିଓ ଭାଇରାଲ

ତିର୍ତ୍ତୋଲ,୨୪ା୫ (ଡି.ଏନ୍‌.ଏ.):ଭାଇ ବାହାଘର ସମୟରେ ଜଣେ ମହିଳା ତହସିଲଦାର କୋଭିଡ୍‌ ନିୟମ ଉଲ୍ଲଂଘନ କରି ନାଚୁଥିବା ଭିଡିଓ ଭାଇରାଲ ହୋଇଛି। ସେ ଯାଜପୁର ଜିଲାର ଜଣେ...

ଛେରାପହଁରା ନୀତି ଶେଷ: ଏବେ ଗଡିବ ରଥ

ପୁରୀ ଅଫିସ୍‌,୧୨।୭: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି...

Advertisement
Archives

Model This Week