ଦୀପାବଳି ମୁହୁର୍ତ୍ତ ଟ୍ରେଡିଂ, ଘଣ୍ଟାକରେ କରିଦେବ ମାଲାମାଲ, କୋଟିପତି ହେବାର ସୁଯୋଗ…

ମୁମ୍ବାଇ,୧୧।୧୧ : ଶେୟାର ବଜାରରେ ଦୀପାବଳି ଅବସରରେ ମୁହୁର୍ତ୍ତ ଟ୍ରେଡିଂ କରାଯିବ। ଲୋକଙ୍କୁ ଏକ ଘଣ୍ଟାରେ କୋଟିପତି ହେବାର ସୁଯୋଗ ମିଳିବ। ହଁ ବାସ୍ତବରେ, ଦୀପାବଳି ମୁହୁର୍ତ୍ତ ଟ୍ରେଡିଂସେହି ସୁଯୋଗ ଦେଇଥାଏ। ରବିବାର ଦିନ ଷ୍ଟକ ବଜାରରେ ଟ୍ରେଡିଂ କରାଯିବ। ଭଲ ଶେୟାର ଉପରେ ଟଙ୍କା ଲଗାଉଥିବା ଲୋକେ ଧନୀ ହେବାର ସମ୍ଭାବନା ରହିଛି।
ଦୀପାବଳି ମୁହୁର୍ତ୍ତ ଟ୍ରେଡିଂ ପ୍ରତିବର୍ଷ ପାଳନ କରାଯାଇଥାଏ। ଅର୍ଥାଥ ଦୀପାବଳି ଦିନ, ଷ୍ଟକ ମାର୍କେଟ ବିଶେଷ ଭାବରେ ୧ ଘଣ୍ଟା ପାଇଁ ଖୋଲିବ। ଏହା ସନ୍ଧ୍ୟା ଋଟା ୧୫ରୁ ୭ଟା ୧୫ ପର୍ଯ୍ୟନ୍ତ ଖୋଲା ରହିବ। ଯାହା ଅଧୀନରେ ଶେୟାର ବିକ୍ରୟ ଏବଂ କ୍ରୟ କରାଯାଇପାରିବ । ଗତ ୫ ବର୍ଷ ଧରି ଷ୍ଟକ ମାର୍କେଟ ଏହି ୧ ଘଣ୍ଟା ମଧ୍ୟରେ ଜବରଦସ୍ତ ରିଟର୍ନ ଦେଉଛି । ଏଥର ବଜାରରେ ୭୦୦ ରୁ ୮୦୦ପଏଣ୍ଟ ବୃଦ୍ଧି ପାଇପାରେ ବୋଲି ଆଶା କରାଯାଉଛି ।

ଗତ ଦୀପାବଳି, ବଜାର ୫୦୦ ପଏଣ୍ଟ ହାସଲ କରିଥିଲା। ବର୍ତ୍ତମାନ ଶେୟାର ବଜାରରେ ରିଲାଏନ୍ସ, ଟାଟା ମୋଟର୍ସ, ଜୋମାଟୋ, ଟିସିଏସ, ବଜାଜ ଫାଇନାନ୍ସ ଉପରେ ଗ୍ରାହକଙ୍କ ନଜର ରହିଛି। ଏସବୁ ଶେୟାର ଗ୍ରାହକ କିଣିବାର ଅଧିକ ସମ୍ଭାବନା ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri