ଭସାଣୀରେ ବାଜିବ ଡିଜେ: ଜାଣନ୍ତୁ କେତେ ଡେସିବେଲ ପର୍ଯ୍ୟନ୍ତ ବଜାଇପାରିବେ

ଭୁବନେଶର,୧୪।୧୦: ଆଜି ଭୁବନେଶ୍ୱରରେ ଭସାଣୀ। ଦଶହରା ସରିବା ପରେ ସୋମବର ଭସାଣୀ ଯାତ୍ରା ଆରମ୍ଭ ହୋଇଯାଇଛି।
ଅନ୍ୟପକ୍ଷେ ଭୁବନେଶ୍ବର ଦୁର୍ଗା ପୂଜା ଭସାଣୀକୁ ନେଇ ଡିସିପି ପିନାକ ମିଶ୍ରଙ୍କ ବଡ଼ ସୂଚନା ଦେଇଛନ୍ତି।
ସେ କହିଛନ୍ତି ଭସାଣୀରେ କମ ସାଉଣ୍ଡରେ ପୂଜା କମିଟି ଡିଜେ ବଜାଇ ପାରିବେ। ହାଇକୋର୍ଟ ଅନୁମତି ମୁତାବକ ୬୫ ଡେସିବେଲ ପର୍ଯ୍ୟନ୍ତ ବଜାଇ ପାରିବେ। ତା ଠାରୁ ଅଧିକ ବଜାଇଲେ, ବିକଟାଳ ସାଉଣ୍ଡ କଲେ ଡିଜେ ସିଜ ହେବ ହେବ ବୋଲି ଡିସିପି କହିଛନ୍ତି।

ଚଳିତବର୍ଷ ଦୁର୍ଗାପୂଜା ଭସାଣି ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବାକୁ ଅଣ୍ଟା ଭିଡିଛି ଦୋୖତ ନଗରୀ ପୋଲିସ । ପୂର୍ବରୁ ଭସାଣି ସମୟରେ ଡିଜେ ନ ବଜାଇବାକୁ ନିଷ୍ପତ୍ତି ହୋଇଥିବା ବେଳେ ଏବେ ଲେଜର୍ ଲାଇଟ୍ ଓ ଫାୟାର୍ ଗନ୍‌ ଉପରେ କଟକଣା ଲଗାଇଥିଲେ ପ୍ରଶାସନ ସହ ଶାନ୍ତି କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା। ନିଶାମୁକ୍ତ ଭସାଣି, ଡିଜେ ମୁକ୍ତ ରୋଷଣି ଉପରେ ପୁଣି ଗୁରୁତ୍ବ ଦିଆଯାଇଛି । ବୈଠକରେ ବୈଠକରେ ଜିଲାପାଳ, ମେୟର୍, ବିଧାୟକ ଓ କମିଟି ସଦସ୍ୟ ସାମିଲ ଥିଲେ । ପରେ ଡିଜେକୁ ଅନୁମତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri