ଟୋକିଓ, ୩୧ା୭ (ଏପି)-ଗତଥର ଚାମ୍ପିୟନ ନୋଭାକ ଜୋକୋଭିଚ୍ଙ୍କ ଗୋଲ୍ଡେନ ସ୍ଲାମ ସ୍ବପ୍ନ ଅଧୁରା ରହିଯାଇଛି। ପୁଣି ଏହି ସୁଯୋଗ ପାଇଁ ତାଙ୍କୁ ଅତି କମ୍ରେ ଆହୁରି ୩ ବର୍ଷ ଅପେକ୍ଷା କରିବାକୁ ପଡ଼ିବ। ଶୁକ୍ରବାର ଅନୁଷ୍ଠିତ ଅଲିମ୍ପିକ୍ସ ପୁରୁଷ ସିଙ୍ଗଲ୍ସର ଏକ ସେମିଫାଇନାଲରେ ସେ ଆଲେକ୍ଜାଣ୍ଡର ଜେଭେରେଭଙ୍କଠାରୁ ୧-୬, ୬-୩, ୬-୧ ସେଟ୍ରେ ହାରିଯାଇଛନ୍ତି। ଗୋଟିଏ ବର୍ଷ ପ୍ରଥମ ପୁରୁଷ ଖେଳାଳି ହିସାବେର ସମସ୍ତ ୪ଟି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ଜିତିବା ଲାଗି ଚେଷ୍ଟା କରିଥିଲେ। ସେ ଏହି ବର୍ଷ ଅଷ୍ଟ୍ରେଲିଆନ ଓପନ, ଫ୍ରେଞ୍ଚ ଓପନ ଓ ଓ୍ବିମ୍ବେଲଡନ ଜିତିସାରିଥିଲେ। ଅଲିମ୍ପିକ୍ସ ଓ ୟୁଏସ୍ ଓପନ ଟାଇଟଲ ସହ ସେ ଗୋଲ୍ଡେନ ସ୍ଲାମ ସଫଳତା ହାସଲ କରିବା ଲକ୍ଷ୍ୟରେ ରହିଥିଲେ। ୧୯୮୮ରେ ଷ୍ଟେଫି ଗ୍ରାଫ୍ ଏକ ମାତ୍ର ଖେଳାଳି ହିସାବରେ ଗୋଲ୍ଡେନ ସ୍ଲାମ ହାସଲ କରିଥିଲେ। ଜୋକୋଭିଚ୍ ଯଦି ୟୁଏସ୍ ଓପନ ଜିତନ୍ତି ତେବେ କ୍ୟାଲେଣ୍ଡର ବର୍ଷ ଗ୍ରାଣ୍ଡସ୍ଲାମ ଜିତିବାରେ ୧୯୬୯ରେ ରଡ୍ ଲାଭର ପରେ ପ୍ରଥମ ପୁରୁଷ ଖେଳାଳି ବିବେଚିତ ହେବେ।
MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ
ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍ରେ ୩୯ ରନ୍…
ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା
ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…
ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…
ଆଇସିସି ପ୍ଲେୟର ଅଫ୍ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି
ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍ ଦି ମନ୍ଥ୍ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍ସନ ଏବଂ ପେସ୍ ବୋଲର…
IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି
ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…
IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..
ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…
୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!
ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…
Archives

