ବର ପ୍ରଶେସନ ଗାଡ଼ିରେ ଲାଗିଗଲା ବିଦ୍ୟୁତ୍‌ ତାର

କେନ୍ଦୁଝର,୯।୭(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଆଟପୁର ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବାହାଘର ଶୋଭାଯାତ୍ରା ଯାଉଥିଲା। ଏହି ସମୟରେ ବରଗାଡ଼ି ଆଗରେ ଯାଉଥିବା ଏକ ଡିଜେ ଗାଡ଼ିର କର୍ମଚାରୀଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ଶିବାନନ୍ଦ ନାୟକ (୨୦)। ତାଙ୍କ ଘର ରାଧିକାଦେଈପୁର ବୋଲି ପୋଲିସ ସୂଚନା ଦେଇଛି। ଘଟଣାକୁ ନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଶିବାନନ୍ଦ ବିଭାଘର ଶୋଭାଯାତ୍ରା ସମୟରେ ଡିଜେ ଗାଡ଼ିରେ ଯାଉଥିଲା ବେଳେ ବିଦ୍ୟୁତ୍‌ ଆଘାତରେ ଗୁରୁତର ହୋଇଥିଲେ। ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁୁଝା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମରେ ପଡ଼ିଛନ୍ତି ପ୍ରିୟଙ୍କା ଗାନ୍ଧୀଙ୍କ ପୁଅ: ଏହି ଯୁବତୀ ହେବେ ଭଦ୍ରା ପରିବାରର ବୋହୂ

ନୂଆଦିଲ୍ଲୀ,୩୦।୧୨:କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏବଂ ରବର୍ଟ ଭଦ୍ରାଙ୍କ ପୁଅ ରେହାନ ପ୍ରେମରେ ପଡ଼ିଛନ୍ତି। ଭଦ୍ରା ପରିବାରର ଭବିଷ୍ୟତ ବୋହୂ ହେଉଛନ୍ତି ଅଭିଭା ବେଗ ।...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ରାସ୍ତାକଡ଼ରେ ଛିଡା ହୋଇଥିବା ୧୪ ଜଣଙ୍କ ଉପରେ ମାଡ଼ିଗଲା ମୃତ୍ୟୁର ବସ୍, ଭାଇରାଲ ହେଉଛି ଛାତିଥରା…

ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri