Posted inଜାତୀୟ

ଡି.କେ.ଶିବକୁମାରଙ୍କ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ: ମଝି ଆକାଶରେ ଇଗଲ ସହ ଧକ୍କା, କକପିଟ୍‌ର କାଚ ଭାଙ୍ଗିଲା…

ବେଙ୍ଗାଲୁରୁ,୨।୫ : କର୍ନାଟକରେ ବିଧାନସଭା ର୍ନିବାଚନ ପ୍ରଚାର ଜୋରସୋର ଜାରି ରହିଛି। ବିଧାନସଭା ନିର୍ବାଚନର ତାରିଖ ପାଖେଇ ଆସୁଥିବାରୁ ଭେଟେରାନ ନେତାମାନେ ପ୍ରଚାରକୁ ଜୋରଦାର କରିଛନ୍ତି। ଏହି ସମୟରେ କଂଗ୍ରେସର ବରିଷ୍ଠ ନେତା ଡି.କେ ଶିବକୁମାରଙ୍କ ବିଷୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ଡି.କେ ଶିବକୁମାରଙ୍କ ହେଲିକପ୍ଟରର ଜରୁରୀ ଅବତରଣ କରାଯାଇଛି। ତାଙ୍କ ଚପର ସହିତ ମଝି ଆକାଶରେ ଏକ ଇଗଲ ଧକ୍କା ହୋଇଛି।

ଶିବକୁମାର ତାଙ୍କ ଚପରରେ କୋଲାର ନିକଟ ମୁଲବାଗିଲୁକୁ ଯାତ୍ରା କରୁଥିଲେ। ବେଙ୍ଗାଲୁରୁଠାରୁ ୪୦ କିଲୋମିଟର ଦୂରରେ ଥିବା ହୋସକୋଟ ନିକଟରେ ଇଗଲ ସହିତ ଧକ୍କା ଯୋଗୁ ଚପରର କକ୍‌ପିଟ କାଜ ଭାଙ୍ଗି ଯାଇଇଥିଲା। ଏହା ପରେ ପାଇଲଟ ଶୀଘ୍ର ହାଲ ବିମାନବନ୍ଦରରେ ଚପରର ଜରୁରୀ ଅବତରଣ କରିଥିଲେ। ତେବେ ଏହି ଦୁର୍ଘଟଣାରେ ଶିବକୁମାର ଏବଂ ପାଇଲଟ ଅଳ୍ପକେ ରକ୍ଷା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri