ସାବଧାନ! ବାତିଲ୍‌ ହୋଇପାରେ ଡିଏଲ୍‌

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଟ୍ରାଫିକ ନୟମ ଆହୁରି କଡ଼ାକଡ଼ି ହୋଇଛି। କଟକଣା ନ ମାନିଲେ ୩ ମାସ ପାଇଁ ଡ୍ରାଇଭିଂ ଲାଇସେନ୍ସ(ଡିଏଲ) ବାତିଲ ହେବ। ଧାର୍ଯ୍ୟ ନିୟମରୁ ଅଧିକ ଦ୍ରୁତବେଗରେ ଗାଡ଼ି ଚଳାଇଲେ ଡ୍ରାଇଭିଂ ଲାଇସେନ୍ସ(ଡିଏଲ) ବାତିଲ କରାଯିବ। ସେହିପରି ମୋବାଇଲରେ ଗପି ଗାଡ଼ି ଚଳାଇଲେ କିମ୍ବା କୌଣସି ନିଶାଦ୍ରବ୍ୟ ସେବନ କରି ଗାଡ଼ି ଚଳାଇଲେ ଡିଏଲ ବାତିଲ ହେବ ବୋଲି କଟକଣା ଜାରି କରିଛନ୍ତି ପରିବହନ କମିଶନର। ସେହିପରି ଓଭରଲୋଡିଂ କିମ୍ବା ମାଲବାହୀ ଗାଡ଼ିରେ ଯାତ୍ରୀ ନେଲେ ଡିଏଲ୍‌ ବାତିଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲେ୧୩୩ ପାକିସ୍ତାନୀ ହିନ୍ଦୁ

ପୁରୀ ଅଫିସ,୪ା୧: ପୁରୀରେ ପହଞ୍ଚିଛନ୍ତି ୧୩୩ ଜଣ ପାକିସ୍ତାନୀ ହିନ୍ଦୁ ପର୍ଯ୍ୟଟକ। ଶୁକ୍ରବାର ରାତି ପ୍ରାୟ ୯ଟାରେ ଏମାନେ ବସ୍‌ରେ ଆସି ପୁରୀରେ ପହଞ୍ଚିବା ପରେ...

ରୁକୁଣା ରଥଯାତ୍ରା: ଗଡ଼ିବନି ରଥ, କେବଳ ହେବ ନୀତି : ନିଷ୍ପତ୍ତି ଶୁଣାଇଲା ପ୍ରଶାସନ, ଲିଖିତ ଦେଲେନି

ପୁରୁଣା ଭୁବନେଶ୍ୱର, ୩୧ା୩ (ଡି.ଏନ୍‌.ଏ.) – ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରା ଚଳିତ ବର୍ଷ ଏବେବି ଅନିଶ୍ଚିତତା...

ବାଲେଶ୍ୱରରେ ୨୫ଶହ ବର୍ଷ ତଳର ସଭ୍ୟତା

ମାନସ ବିଶ୍ୱାଳ ବାଲେଶ୍ୱର ଅଫିସ, ୧୮ା୫: ବାଲେଶ୍ୱର ରେମୁଣା ବ୍ଲକର ଦୁର୍ଗାଦେବୀ ଅଞ୍ଚଳରେ ୨୫ଶହ ବର୍ଷ ତଳର ସଭ୍ୟତା ଥିବା ଅନୁମାନ କରାଯାଉଛି। ଭାରତୀୟ ପ୍ରନତ୍ତାତ୍ତ୍ୱିକ...

କଲେଜ ଅଧ୍ୟକ୍ଷ, ଏସ୍‌ଡିପିଓ ନିଲମ୍ବିତ

  ଭୁବନେଶ୍ୱର,୧୯।୧(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ମା’ ତାରିଣୀ କଲେଜ ଅଧ୍ୟକ୍ଷ ବିକାଶ ଦାଶ ଓ ସାଲେପୁର ଏସ୍‌ଡିପିଓ ପ୍ରଶାନ୍ତ ମାଝିଙ୍କୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ...

କରୋନା ମୁକାବିଲା ଚିନ୍ତା: ଏମ୍‌କେସିଜିରେ ଖୋଲାଯାଇଛି ସ୍ବତନ୍ତ୍ର ଓ୍ବାର୍ଡ, ହୋଲି ନ ଖେଳିବାକୁ ଜିଲାପାଳଙ୍କ ପରାମର୍ଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- କରୋନା ଭାଇରସ୍‌ ନେଇ ସତର୍କତା ଅବଲମ୍ବନ ପରିପ୍ରେକ୍ଷୀରେ ବାହାରେ ହୋଲି ନ ଖେଳିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜନସାଧାରଣଙ୍କୁ ରବିବାର ପରାମର୍ଶ...

ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସରପଞ୍ଚ : ‘ମୋ ସିନ୍ଦୂର, ସମ୍ପତ୍ତି ଉପରେ ଥିଲା ନଜର’

ରସୁଲପୁର/ଧର୍ମଶାଳା,୨୧ା୧୦(ଡିଏନଏ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଆସିଛି ନୂଆ ମୋଡ଼।...

ଓଷୁଅ ଲାଗି ହେଲେ ଠାକୁର

ପୁରୀ ଅଫିସ, ୨୩ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଏବେ ଜ୍ୱରରେ ପୀଡିତ। ଜ୍ୱରରୁ ଉପଶମ ପାଇବା...

ଖାକି କ୍ଷମତାର ଦୁରୁପଯୋଗ: ନିୟମ ଭାଙ୍ଗି ରଥଯାତ୍ରା ବୁଲିଥିଲେ ଜଣେ ଏସିପି, ଡିଏସ୍‌ପି

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ବହୁ ବାଦବିବାଦ ଭିତରେ ସୁପ୍ରିମ୍‌କୋର୍ଟଙ୍କ ଅନୁମତି ପରେ ଗତ ୨୩ ତାରିଖରେ ପୁରୀରେ ବିନା ଭକ୍ତରେ ଅନୁଷ୍ଠିତ ହୋଇଥିଲା ରଥଯାତ୍ରା। ବିଶେଷକରି ଖୁବ୍‌କମ୍‌ ସମୟ...

Advertisement
Archives

Model This Week