କଟକଣା ସହ ଆରମ୍ଭ ହେବ ଡିଏଲ୍‌, ଏଲ୍‌ଏଲ୍‌ ଟେଷ୍ଟିଂ

ଭୁବନେଶ୍ୱର,୧୦ା୯(ବ୍ୟୁରୋ): କରୋନା କଟକଣା ଯୋଗୁ ଦୀର୍ଘଦିନ ଧରି ଡିଏଲ ଓ ଏଲଏଲ ପାଇଁ ବନ୍ଦ ହୋଇଯାଇଥିବା ଡ୍ରାଇଭିଂ ଟେଷ୍ଟ ପୁଣିଥରେ ଆରମ୍ଭ ହେବ। ଆସନ୍ତା ଦୁଇରୁ ୩ ଦିନ ମଧ୍ୟରେ ଡିଏଲ ଓ ଲର୍ଣ୍ଣିଂ ଲାଇସେନ୍ସ ପାଇଁ ଟେଷ୍ଟ ଆରମ୍ଭ ହେବ ବୋଲି ଜଣାପଡିଛି। କରୋନା କଟକଣା ମାନି ଦୈନିକ ୨୦ଜଣଙ୍କ ଟେଷ୍ଟ କରାଯିବ। ଏନେଇ ପରିବହନ କମିଶନରଙ୍କୁ ପରିବହନ ବିଭାଗ ଚିଠି ଲେଖିଥିବା ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ଲକଡାଉନ, ଶଟ୍‌ଡାଉନ୍‌ କଟକଣା ଲାଗୁ ହେବାରୁ ଡିଏଲ ଓ ଏଲଏଲ ପାଇଁ ଡ୍ରାଇଭିଂ ଟେଷ୍ଟ ବନ୍ଦ ହୋଇଯାଇଥିଲା। ଏବେ ସବୁକିଛି ଧିରେଧିରେ ସ୍ବଭାବିକ ହେବାକୁ ଲାଗିଥିବା ବେଳେ ଡିଏଲ ଓ ଏଲଏଲ ପାଇଁ ଲାଇସେନ୍ସ ପ୍ରଦାନ ପ୍ରକ୍ରିୟାକୁ ସ୍ବଭାବିକ କରିବା ପାଇଁ ଚେଷ୍ଟା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର, ୮।୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ସୋମବାର ଅପରାହ୍ନରେ ପୁଣିଥରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରକୁ କାଳବୈଶାଖୀ ମାଡ଼ି…

ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା

ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ…

ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ…

ଧାନ ଉଠାଇବା ଦାବିରେ ସିଏସ୍‌ଓ ଅଫିସରେ ପଶିଲେ ଚାଷୀ, ସିଏସ୍‌ଓ କହିଲେ-ଖୁବ୍‌ଶୀଘ୍ର…

ବଲାଙ୍ଗୀର, ୮।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ମଣ୍ଡି ଓ ନଅଗାଁ (ଖ) ମଣ୍ଡିରେ ଧାନକିଣା ଅଚଳାବସ୍ଥା ଏବଂ ମିଲର୍ସଙ୍କ ମନମୁଖୀ କାର୍ଯ୍ୟ ପ୍ରତିବାଦରେ…

ବଚସା ହେଲା କାଳ….ମଦ ନିଶାରେ ବାପାଙ୍କୁ ଶାବଳରେ ଭୁଷି ହତ୍ୟା କଲେ ପୁଅ

ପାଟଣା,୮ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ…

‘ତୁରନ୍ତ ବନ୍ଦ ହେଉ ଗୁଳିବିନିମୟ’, ଇରାନ-ଇସ୍ରାଏଲକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ!

ନୂଆଦିଲ୍ଲୀ, ୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟପ୍ରାଚ୍ୟରେ ଶାନ୍ତି ପାଇଁ ଇସ୍ରାଏଲ ଏବଂ ଇରାନକୁ ଆକ୍ରମଣ ବନ୍ଦ କରିବାକୁ ଆହୱାନ କରିଛନ୍ତି। ଟ୍ରମ୍ପ ଟ୍ରୁଥ ସେସିଆଲରେ…

ଶ୍ରୀମନ୍ଦିରରେ ଚାଲିଥିଲା ମଙ୍ଗଳ ଆଳତି, ଭକ୍ତଙ୍କ ସୁନା ଚେନ୍‌ ଲୁଟିନେଲେ ଚୋର: ଆଉ ତା’ପରେ ଘଟିଲା…

ପୁରୀ,୮।୬(ଅଜିତ ମହାନ୍ତି): ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଜଣେ ବ୍ୟକ୍ତି ଜଣେ ଭକ୍ତଙ୍କଠାରୁ ସୁନା ଚେନ ଚୋରି କରି ନେଇଥିଲେ। ମଙ୍ଗଳ ଆଳତି ବେଳେ ଏହି ଘଟଣା ଘଟିଥିବା…

ଇତିହାସ ରଚିଲା ଟିମ୍‌ ଇଣ୍ଡିଆ: ଟେଷ୍ଟ କ୍ରିକେଟ ଇତିହାସରେ…

ଚଣ୍ଡିଗଡ଼,୮।୬: ଏକମାତ୍ର ଟେଷ୍ଟରେ ଟିମ ଇଣ୍ଡିଆ ଆଫଗାନିସ୍ତାନକୁ ଏକ ଇନିଂସ ଏବଂ ୩୦୦ ରନରେ ପରାସ୍ତ କରିଛି। ଏହା ଟେଷ୍ଟ କ୍ରିକେଟ ଇତିହାସରେ ଟିମ ଇଣ୍ଡିଆର ସବୁଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri