Posted inଜାତୀୟ

ଟ୍ରାଫିକ ନିୟମ ଭାଙ୍ଗିବାରୁ ୪୬୨୩ଜଣ ଗାଡି ମାଲିକଙ୍କ ବାତିଲ ହେବ ଡିଏଲ, ଲିଷ୍ଟରେ ଅଛି କି ଆପଣଙ୍କ ନାମ

ନୂଆଦିଲ୍ଲୀ,୮।୧୨: ସଡକରେ ଯାତାୟକ କରୁଥିବା ବାଇକ, କାର, ବସ ଓ ଭାରି ଯାନ ଚାଳକଙ୍କ ମନମାନି ଏବେ ଚଳିବ ନାହିଁ। ଆଗକୁ ପୋଲିସ, ପରିବହନ ଓ ଟ୍ରାଫିକ ବିଭାଗ ଚାଳକଙ୍କ ଉପରେ କଡା ନଜର ରଖିବାକୁ ଯାଉଛି। ସଡକରେ ଏବେ ଅମାନିଆଙ୍କୁ ସାବାଡ କରିବା ପାଇଁ ପରିବହନ ବିଭାଗ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୪୬୨୩ଗାଡି ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ(ଡିଏଲ) ରଦ୍ଦ କରାଯିବାକୁ ନିଷ୍ପତ୍ତି ହୋଇଛି। ଏହି ଅମାନିଆ ଗାଡି ଚାଳକମାନେ  ୩ଥର ଟ୍ରାଫିକ ନିୟମ ଉଲ୍ଲଘଂନ କରିଛନ୍ତି। ୩ଥର ଟ୍ରାଫିକ ନିୟମ ଉଲ୍ଲଘଂନ କରିବା ଦ୍ୱାରା ଡିଏଲ ବାତିଲ କରାଯିବ। ଦ୍ୱିତୀୟ ଥର ଏହି ଭଳି ତିନିଥର ଭୁଲ କଲେ ଡିଏଲ ରଦ୍ଦ ହୋଇଯିବାର ପ୍ରାବଧାନ ରହିଛି। ଯଦି ଡିଏଲ ରଦ୍ଦ ହୋଇଯାଏ ତେବେ ଦେଶର କୌଣସି ଆରଟିଓରେ ଆପଣ ଲାଇସେନ୍ସ ପାଇଁ ଆବେଦନ କରିପାରିବେ ନାହିଁ।

ଯଦି ୪ଛକ କିମ୍ବା ୩ଛକ ଟ୍ରାଫିକ ନିୟମ ଭାଙ୍ଗୁଛନ୍ତି, ଅଧିକ ବେଗରେ କିମ୍ବା ମଦ ପିଇ ଗାଡି ଚଳାଉଛନ୍ତି, ଟ୍ରକରେ କ୍ଷମତା ଠାରୁ ଅଧିକ ମାଲ ପରିବହନ କରୁଛନ୍ତି, ମାଲ ନେବା ଗାଡିରେ ଯାତ୍ରୀ ପରିବହନ କିମ୍ବା ବାଇକ ଚଳାଇବା ସମୟରେ ଫୋନରେ କଥା ହେଉଥିଲେ ମଧ୍ୟ ଡିଏଲ ରଦ୍ଦ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri