ଘରେ ପହଞ୍ଚିବ ଡିଏଲ୍‌ସି

ଭୁବନେଶ୍ୱର, ୧୧ା୧୧(ବ୍ୟୁରୋ): ପେନ୍‌ସନ୍‌ ଉପଭୋକ୍ତାଙ୍କ ଜୀବନ ପ୍ରମାଣ ତଥା ଡିଜିଟାଲ ଲାଇଫ୍‌ ସାର୍ଟିଫିକେଟ୍‌ (ଡିଏଲ୍‌ସି)କୁ ଏଣିକି ଇଣ୍ଡିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କ୍‌ ଘରେ ଘରେ ପହଞ୍ଚାଇବ। ପେନ୍‌ସନ୍‌ ପ୍ରଦାନକାରୀ କର୍ତ୍ତୃପକ୍ଷ ଡିଏଲ୍‌ସି ଗ୍ରହଣ ପାଇଁ ସମ୍ମତି ପ୍ରଦାନ କଲେ ପୋଷ୍ଟମ୍ୟାନ୍‌ ଓ ଗ୍ରାମୀଣ ଡାକ ସେବକମାନେ ପେନ୍‌ସନଧାରୀଙ୍କ ଘରେ ପହଞ୍ଚତ୍ ଡିଏଲ୍‌ସି ଦେବେ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଡାକ ବିଭାଗ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପେନ୍‌ସନ୍‌ଧାରୀ, ରେଲଓ୍ବେ, ଇପିଏଫଓ ଏବଂ ଇଏସ୍‌ଆଇସି ପେନ୍‌ସନଧାରୀମାନେ କାର୍ଯ୍ୟାଳୟ ନ ଯାଇ ଏହି ସୁବିଧା ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri