ଘରେ ପହଞ୍ଚିବ ଡିଏଲ୍‌ସି

ଭୁବନେଶ୍ୱର, ୧୧ା୧୧(ବ୍ୟୁରୋ): ପେନ୍‌ସନ୍‌ ଉପଭୋକ୍ତାଙ୍କ ଜୀବନ ପ୍ରମାଣ ତଥା ଡିଜିଟାଲ ଲାଇଫ୍‌ ସାର୍ଟିଫିକେଟ୍‌ (ଡିଏଲ୍‌ସି)କୁ ଏଣିକି ଇଣ୍ଡିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କ୍‌ ଘରେ ଘରେ ପହଞ୍ଚାଇବ। ପେନ୍‌ସନ୍‌ ପ୍ରଦାନକାରୀ କର୍ତ୍ତୃପକ୍ଷ ଡିଏଲ୍‌ସି ଗ୍ରହଣ ପାଇଁ ସମ୍ମତି ପ୍ରଦାନ କଲେ ପୋଷ୍ଟମ୍ୟାନ୍‌ ଓ ଗ୍ରାମୀଣ ଡାକ ସେବକମାନେ ପେନ୍‌ସନଧାରୀଙ୍କ ଘରେ ପହଞ୍ଚତ୍ ଡିଏଲ୍‌ସି ଦେବେ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଡାକ ବିଭାଗ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପେନ୍‌ସନ୍‌ଧାରୀ, ରେଲଓ୍ବେ, ଇପିଏଫଓ ଏବଂ ଇଏସ୍‌ଆଇସି ପେନ୍‌ସନଧାରୀମାନେ କାର୍ଯ୍ୟାଳୟ ନ ଯାଇ ଏହି ସୁବିଧା ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦...

ଏଭଳି ବାପା ଥିବାଠାରୁ ଅନାଥ ହେବା ଭଲ…

ବ୍ରହ୍ମପୁର ଅଫିସ,୫ା୨: ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ବଡ଼ବଜାର ଥାନା ଅଞ୍ଚଳର ଜଣେ ସାତ ବର୍ଷ ନାବାଳିକାଙ୍କୁ ତାଙ୍କ ବାପା ବଳାତ୍କାର...

ଚିପ୍‌ ଫେରାଇବାକୁ ୧୦ ହଜାର ମାଗିଥିଲେ ମାନସ, କରିଥିଲେ ବ୍ଲାକ୍‌ମେଲ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୭ା୪: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡରେ ଆସିଥିବା ମୁଖ୍ୟ ଅଭିଯୁକ୍ତ ତଥା ସମ୍ପୂର୍ଣ୍ଣ ନ୍ୟୁଜ୍‌ ଓ୍ବେବ୍‌...

ଡାକ୍ତରଙ୍କୁ ଭଣ୍ଡେଇଲେ ସୁନ୍ଦରୀ ଯୁବତୀ, ଆକାଉଣ୍ଟରୁ ନେଇଗଲେ ଏତିକି ଟଙ୍କା, ଆଉ ତା’ ପରେ…

ତାଳଚେର,୭ା୮(ନି.ପ୍ର.): ଜଣେ ଯୁବତୀ ନିଜକୁ ଏକ ବଡ଼ କମ୍ପାନୀର ଏଜେଣ୍ଟ ବୋଲି ପରିଚୟ ଦେଇ ଜଣେ ବରିଷ୍ଠ ତଥା ଅବସରପ୍ରାପ୍ତ ଡାକ୍ତରଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଲକ୍ଷାଧିକ...

ବିବାହ, ଶୁଦ୍ଧିକ୍ରିୟା ପାଇଁ ୨୦୦ ଲୋକଙ୍କୁ ଅନୁମତି

କଟକ ଅଫିସ,୮।୧୦: ଆସୁଛି ଶୀତଋତୁ। ଏହି ସମୟରେ ବିବାହ, ବ୍ରତ, ଶୁଦ୍ଧିକ୍ରିୟା ପାଇଁ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଗୁରୁବାର ନୂତନ ଗାଇଡଲାଇନ ଜାରି...

ଟ୍ରକ୍‌ରୁ ୩୯ ବସ୍ତା ଗଞ୍ଜେଇ ଜବତ: ଡ୍ରାଇଭର ଗିରଫ

ନୟାଗଡ଼ ଅଫିସ,୧୫।୨: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣୀଗୋଛା ରାଜପୁତ ଢାବା ନିକଟରୁ ଶନିବାର ଏକ ଟ୍ରକ୍‌ରୁ ୩୯ ବସ୍ତା ଗଞ୍ଜେଇ ଜବତ କରାଯାଇଛି। କେନ୍ଦ୍ରୀୟ...

ରଣପୁର ବ୍ଲକ୍‌ରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ବାଟବଣା: ଶ୍ରମିକ ବଦଳରେ ମେଶିନ କରୁଛି କାମ

ରଣପୁର,୨୦ା୭ (ସ୍ବ.ପ୍ର.): ଗ୍ରାମାଞ୍ଚଳରେ ଲୋକମାନଙ୍କୁ କାମ ଯୋଗାଇଦେବା ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରଣୟନ କରାଯାଇଛି। ଏହା ଦ୍ୱାରା ଗ୍ରାମ ଓ ସହରର ଶ୍ରମିକ...

ଦିନେ କମିଲେ ଦିନେ ବଢୁଛି: ଆଜି ରାଜ୍ୟରୁ ୮୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୩୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା...

Advertisement
Archives

Model This Week