ଦୀପାବଳି ପାଇଁ ବଦଳିଲା ଡିଇଏଲ୍‌ଇଡି ପରୀକ୍ଷା ସୂଚୀ, ୨୦ ପରିବର୍ତ୍ତେ …

କଟକ,୧୮।୧୦(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିଇଏଲ୍‌ଇଡି ପେପର-୧ ପରୀକ୍ଷା ଅକ୍ଟୋବର ୨୦ ପରିବର୍ତ୍ତେ ୨୯ ତାରିଖରେ ହେବ। ଦୀପାବଳି ପାଳନ ପାଇଁ ରାଜ୍ୟ ସରକାର ୨୦ ତାରିଖକୁ ଛୁଟି ଘୋଷଣା କରିଥିବାରୁ ବୋର୍ଡ ପକ୍ଷରୁ ଉକ୍ତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ହେଲେ ପୂର୍ବରୁ ଘୋଷଣା କରାଯାଇଥିବା ସ୍ଥାନ ଓ ସମୟ ଅପରିବର୍ତ୍ତିତ ରହିଛି। ପରୀକ୍ଷାର୍ଥୀମାନେ ତଦନୁଯାୟୀ ପରବର୍ତ୍ତୀ ତାରିଖରେ ପରୀକ୍ଷା ଦେବାକୁ ବୋର୍ଡ ପକ୍ଷରୁ ଶନିବାର ବିଜ୍ଞପ୍ତି ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଠାକୁରାଣୀ ଯାତ୍ରା: ବାଦ୍ୟ, ନୃତ୍ୟ-ଆତସବାଜି ସହ ଦେବୀଙ୍କ ନଗର ଭ୍ରମଣ ଆରମ୍ଭ,ଭକ୍ତଙ୍କ ଭିଡ଼

ଭଞ୍ଜନଗର,୨୮। ୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ହେଉଛି ତୃତୀୟ ଦିବସ। ଗତ ରବିବାର ବ୍ୟାଘ୍ରଦେବି ଏବଂ ଠାକୁରାଣୀଙ୍କୁ ନିମନ୍ତ୍ରଣ କରି ଅସ୍ଥାୟୀ ମଣ୍ଡପକୁ…

ସ୍ପୋର୍ଟ କ୍ଲାଇମ୍ବିଂ ପ୍ରଶିକ୍ଷଣ ପାଇଁ ଓଡ଼ିଶା ଗ୍ରୁପର ନୂଆଦିଲ୍ଲୀ ଯାତ୍ରା

କେସିଙ୍ଗା,୨୮ା୪ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳ ରୁପ୍ରା ଗ୍ରାମର ଏଭରେଷ୍ଟ ଆରୋହୀ ତଥା ଆନ୍ତର୍ଜାତିକ ପର୍ବତାରୋହୀ ଯୋଗବ୍ୟାସ ଭୋଇ…

ଦିଗପହଣ୍ଡି-ସାନଖେମୁଣ୍ଡିରେ କାଳବୈଶାଖୀରେ ତାଣ୍ଡବ: କୁଆପଥର ମାଡ଼ ସହ ଝଡ଼ ବର୍ଷା, ଉଡିଗଲା…

ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ ଟାରୁ ସାଢ଼େ ୫ ଟା ଯାଏ କାଳବୈଶାଖୀ…

୨୪ ଘଣ୍ଟାରେ ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷା! ୫ ଯାଏ ବର୍ଷା ଆଲର୍ଟ ଜାରି

ତାତିରେ ଲାଗିବ ବ୍ରେକ। ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପ୍ରବଳ ଖରା ଓ ଗରମ ଭିତରେ କାଳବୈଶାଖୀ ବର୍ଷା କିଛିମାତ୍ରାରେ…

ଗଜପତିରେ ନିଶା ମାଫିଆଙ୍କ କାଳ ସାଜିଛନ୍ତି ଯୁବ ଆଇପିଏସ୍‌ ରାକେଶ: ପାଇବେ ସମ୍ମାନଜନକ…

ମୋହନା, ୨୮।୪/୨୦୨୬ (ମନ୍ମଥ ମିଶ୍ର): ଆଦିବାସୀ ବହୁଳ ଗଜପତି ଜିଲାରେ ଗଞ୍ଜେଇ ମାଫିଆଙ୍କ ନିଦ ହଜାଇ ଦେଇଛନ୍ତି ଯୁବ ଆଇପିଏସ ଅଧିକାରୀ ରାକେଶ କୁମାର ସାହୁ। ଜିଲାରେ…

ବିଳମ୍ବରେ ଚିକିତ୍ସା ପାଇଁ ଚାଲିଗଲା ରୋଗୀଙ୍କ ଜୀବନ! ସାକ୍ଷୀଗୋପାଳ ଡାକ୍ତରଖାନାରେ ଉତ୍ତେଜନା, ଅବହେଳାରୁ…

ସାକ୍ଷୀଗୋପାଳ,୨୮। ୪ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ଡାକ୍ତରଖାନାକୁ ଆସିଥିବା ଜଣେ ରୋଗୀଙ୍କର ମଙ୍ଗଳବାର ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ, କହିଲେ-ସରକାରୀ ଯୋଜନାର…

ଛତ୍ରପୁର,୨୮।୪(ଦିଲୀପ ସାମଲ): ୨୦୦୦  ମସିହା  ବ୍ୟାଚର ଓଡିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ସଚ୍ଚିଦାନନ୍ଦ  ନାୟକ ମଙ୍ଗଳବାର ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ…

‘ ବୁଢ଼ୀ ଠାକୁରାଣୀଙ୍କ  ଯାତ୍ରା ମହୋତ୍ସବ : ଆଗାମୀ ୨ ବର୍ଷ ପାଇଁ ମା ‘ଙ୍କୁ ମେଲାଣି

ଦିଗପହଣ୍ଡି,୨୮|୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମରେ ଚୈତ୍ର ଶୁକ୍ଳ ନବମୀ ତିଥି ଗତ ମାର୍ଚ୍ଚ ୨୭ ତାରିଖରୁ ୧ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri