Posted inଜାତୀୟ

ଡିଏମ୍‌କେ ଆଗରେ: ପଛରେ ପଡ଼ିଲା ଏଆଇଏଡିଏମ୍‌କେ…

ଚେନ୍ନାଇ,୨।୫: ତାମିଲନାଡୁ ବିଧାନସଭା ନିର୍ବାଚନର ଭୋଟ ଗଣନା ରବିବାର ଆରମ୍ଭ ହୋଇଛି। ରାଜ୍ୟରେ ଡିଏମ୍‌କେ ୧୩୨ ଆସନରେ ଆଗୁଆ ରହିଛି। ସେହିପରି ଏଠାରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଏଆଇଏଡିଏମ୍‌କେ ୯୨ ଆସନରେ ଆଗୁଆ ରହିଛି। ରାଜ୍ୟର ୨୩୪ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୧୮ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀରରେ ନିବେଶ ପାଇଁ ସୁମଲିମ୍‌ ରାଷ୍ଟ୍ରଙ୍କ ସହିତ ଭାରତର ଯୋଗାଯୋଗ ପ୍ରୟାସ…

ନୂଆଦିଲ୍ଲୀ,୨୧।୧୦: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତ କୂଟନୈତିକ ସ୍ତରରେ ପାକିସ୍ତାନକୁ ଘେରିବାକୁ ପ୍ରସ୍ତୁତ ହେଉଛି। ଜମ୍ମୁ-କଶ୍ମୀରରେ ପର୍ଯ୍ୟାୟକ୍ରମେ ପୁଞ୍ଜି ନିବେଶ ପାଇଁ ଭାରତ ଏକ ସ୍ବତନ୍ତ୍ର ରଣନୀତି...

ତୃତୀୟ ଲହର କବଳରୁ ଶିଶୁଙ୍କୁ ସୁରକ୍ଷିତ ରଖିବା ଲାଗି ଗଠନ ହେବ ସ୍ବତନ୍ତ୍ର ଟାସ୍କ୍‌ ଫୋର୍ସ..

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ତାଣ୍ଡବ ରଚିଛି। ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି...

ବଳଦ ଗାଡ଼ିରେ ବରଯାତ୍ରୀ ଗଲେ ଯୁବକ

ଜାଲୋର,୧୮।୫: ଆଜିକାଲି ଯୁବକ ଯୁବତୀମାନେ ନିଜ ବିବାହକୁ ମୁହୂର୍ତ୍ତକୁ ଭିନ୍ନ ଓ ସ୍ବତନ୍ତ୍ର କରିବା ପାଇଁ ନିଆରା ଢ଼ଙ୍ଗ ଆପଣାଉଛନ୍ତି। ବିବାହ ପାଇଁ କିଏ ହେଲିକପ୍ଟରରେ...

ଲକ୍ଷ୍ନୌରେ କରୋନା ମୃତ୍ୟୁ ସଂଖ୍ୟା ଲୁଚାଯାଉଛି

ଲକ୍ଷ୍ନୌ, ୧୪ା୪- ଉତ୍ତର ପ୍ରଦେଶ ସରକାର ବର୍ତ୍ତମାନ ରାଜଧାନୀ ଲକ୍ଷ୍ନୌର କରୋନା ସ୍ଥିତି ଲୁଚାଇବାକୁ ଚେଷ୍ଟା କରୁଛନ୍ତି। ଲକ୍ଷ୍ନୌରେ କୋଭିଡ୍‌ ୧୯ କାରଣରୁ ସରକାରୀ ସ୍ତରରେ...

ରାୟବରେଲୀରେ ସୋନିଆ ପଛରେ

ନୂଆଦିଲ୍ଲୀ,୨୩।୫: ରାୟବରେଲୀ ଲୋକ ସଭା ଆସନରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପଛରେ ଚାଲିଛନ୍ତି। ସେହିପର ଅମେଠିରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଛୁଆ ଥିବା ପ୍ରଥମ...

ପ୍ରବେଶିକା ପରୀକ୍ଷା ଦେବାକୁ ଯାଇଥିବା ୨ଜଣ ଛାତ୍ର କରୋନା ପଜିଟିଭ୍‌: ଚିନ୍ତାରେ ପ୍ରଶାସନ

ଥିରୁଭାନନ୍ତପୁରମ,୨୧।୭: କେରଳ ଇଞ୍ଜିନିୟରିଂ ଆର୍କିଟେକ୍‌ଚର ମେଡିକାଲ ପ୍ରବେଶିକା ପରୀକ୍ଷା ଦେଇଥିବା ଥିରୁଭାନନ୍ତପୁରମର ୨ଜଣ ଛାତ୍ର ଓ ଜଣେ ଅଭିଭାବକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨ଜଣ...

ବିଭିନ୍ନ ଶିକ୍ଷାନୁଷ୍ଠାନକୁ ବ୍ୟାପିଲା ଛାତ୍ର ଆନ୍ଦୋଳନ

ନୂଆଦିଲ୍ଲୀ,୧୭ା୧୨(ପି.ଟି.): ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ଏବଂ ଆଲିଗଡ ମୁସଲିମ ବିଶ୍ୱବିଦ୍ୟାଳୟ (ଏଏମ୍‌ୟୁ) ପରିସରରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ସୋମବାର...

୧୨ କ୍ରୀଡାବିତ ପାଇବେ ମେଜର ଧ୍ୟାନଚାନ୍ଦ ପୁରସ୍କାର

ନୂଆଦିଲ୍ଲୀ,୧୩।୧୧: କ୍ରୀଡାବିତଙ୍କୁ ଜାତୀୟ କ୍ରୀଡା ପୁରସ୍କାର ୨୦୨୧ ଶନିବାର ପ୍ରଦାନ କରାଯିବ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପୁରସ୍କାର ପ୍ରଦାନ...

Advertisement
Archives

Model This Week