Posted inଜାତୀୟ

ଡିଏମ୍‌କେ ଘୋଷଣା କଲା ପ୍ରାର୍ଥି ତାଲିକା: କୋଲାଥୁରରୁ ଲଢିବେ ଷ୍ଟାଲିନ

ଚେନ୍ନାଇ,୧୨ ।୩: ତାମିଲନାଡୁରେ ଆଗାମୀ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଦ୍ରାବିଡ ମୁନ୍ନେତ୍ର କଝଗମ (ଡିଏମ୍‌କେ) ଶୁକ୍ରବାର ପ୍ରାର୍ଥି ତାଲିକା ଘୋଷଣା କରିଛି । ଦଳ ମୁଖ୍ୟ ଏମ୍‌କେ ଷ୍ଟାଲିନ ୧୭୩ ପ୍ରାର୍ଥିଙ୍କ ନାମ ଘୋଷଣା କରିଛନ୍ତି । ତେବେ ସେ ନିଜେ କୋଲାଥୁର ଆସନରୁ ନିର୍ବାଚନ ଲଢିବେ ବୋଲି ଜଣାପଡିଛି । ଆଉ ତାଙ୍କ ପୁଅ ଉଦୟନିଧି ଚେତକ ଆସନରୁ ତାଙ୍କ ରାଜନୈତିକ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି । ଷ୍ଟାଲିନ ବାଇକୋ ନେତୃତ୍ୱାଧିନ ମାରୁମଲାର୍ଚି ଦ୍ରାଭିଡ ମୁନ୍ନେତ୍ର କଝଗମ(ଏମ୍‌ଡିଏମ୍‌କେ)ଠାରୁ ୬ଟି ଆସନ ଅଲଗା ରଖିଛି । ଏମାନେ ଡିଏମ୍‌କେ ଚିହ୍ନରେ ନିର୍ବାଚନ ଲଢିବେ । ଏହା ବ୍ୟତୀତ ରାଜ୍ୟରେ ଆହୁରି ୮ ଛୋଟ ପାର୍ଟି ରହିଛନ୍ତି । ଯେଉଁମାନେ ଡିଏମ୍‌କେ ଚିହ୍ନରେ ମଇଦାନକୁ ଓହ୍ଲାଇବେ । ଦକ୍ଷିଣ ଭାରତୀୟ ରାଜ୍ୟରେ ୬ ଏପ୍ରିଲରେ ମତଦାନ କରାଯିବ । ତେବେ ମେଣ୍ଟରେ କଂଗ୍ରେସ ସହ ଡିଏମ୍‌କେ ଖୁବ୍ ଆସନ ଶେୟାର କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

୨୨ ଅଗଷ୍ଟରୁ ସକ୍ରିୟ ହେବ ବୁଧ-କେତୁଙ୍କ ‘ଜଡତ୍ୱ ଯୋଗ’: ଏହି ୪ ରାଶି ଉପରେ ପଡ଼ିବ ନକାରାତ୍ମକ ପ୍ରଭାବ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ବା ‘ଗୋଚର’କୁ ବେଶ ଗୁରୁତ୍ୱ ଦିଆଯାଏ। ଗ୍ରହମାନଙ୍କ ସ୍ଥିତିରେ ପରିବର୍ତ୍ତନ ହେଲେ ଏହାର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ ବୋଲି…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ସ୍ତ୍ରୀ ଫେରିଆସିବ ବୋଲି ନରବଳି ଦେଇଥିଲେ ଶତ୍ରୁଘ୍ନ: ସନ୍ତୋଷଙ୍କ ଗଣ୍ଡିମୁଣ୍ଡ ଅଲଗା କରିବା ପରେ ଘଟିଲା…

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର):ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିଜେପି ମୁଖପାତ୍ର

ନୂଆଦିଲ୍ଲୀ, ୨୨।୮: ନିଜର ବାସଭୂମି ଠିକଣା ଏବଂ ବ୍ୟକ୍ତିଗତ ଗୋପନୀୟତାକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରାଯିବା ପ୍ରସଙ୍ଗରେ ଡାହାଣପନ୍ଥୀ ମନ୍ତବ୍ୟକାରୀ ଅଭିଜିତ ଆୟର ମିତ୍ର ଏବଂ ଅନେକ…

ସ୍ବାସ୍ଥ୍ୟ ସମସ୍ୟା ଥିଲେ ଗର୍ଭପାତ ଆଶଙ୍କା ୨୦% ଅଧିକ

ନୂଆଦିଲ୍ଲୀ, ୨୨।୮: ଏକାଧିକ ଦୀର୍ଘକାଳୀନ ଶାରୀରିକ ବା ମାନସିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଗର୍ଭଧାରଣ ଆରମ୍ଭ କରିବା ଦ୍ୱାରା ଗର୍ଭପାତ ହୋବର ଆଶଙ୍କା ୨୦ପ୍ରତିଶତ ଏବଂ ପ୍ରବଳ…

କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri