Posted inଜାତୀୟ

ମୋଦିଙ୍କୁ ପ୍ରଶଂସା କରିବା ବିଧାୟକଙ୍କୁ ପଡିଲା ମହଙ୍ଗା

ଚେନ୍ନାଇ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିବା ଜଣେ ବିଧାୟକଙ୍କ ପାଇଁ ମହଙ୍ଗା ପଡିଛି। ଫଳରେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ସେ ହେଉଛନ୍ତି ତାମିଲନାଡୁର ଡିଏମକେ ବିଧାୟକ କୁକା ସେଲଭମ। ମୋଦି ଏବଂ ଭାଜପା ସଭାପତି ଜେପି ନଡ୍ଡାଙ୍କୁ ପ୍ରଶଂସା କରିବାର ଗୋଟିଏ ଦିନ ପରେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଏପରିକି ଦଳୀୟ ପଦରୁ ମଧ୍ୟ ହଟାଇ ଦିଆଯାଇଛି। ଏହାସହ ତାଙ୍କ କାରଣଦର୍ଶାଅ ନୋଟିସ ମଧ୍ୟ ଜାରି କରାଯାଇଛି। ଡିଏମକେ ସଭାପତି ଏମ.କେ ଷ୍ଟାଲିନ କହିଛନ୍ତି ଯେ, ଦଳର ଶୃଙ୍ଖଳା ଉଲ୍ଲଂଘନ ହେତୁ ସେଲଭାମଙ୍କୁ ନିଲମ୍ବିତ କରାଯାଇଛି। ସୂଚନାଯୋଗ୍ୟ, ଗତ ମଙ୍ଗଳବାର ଦିନ ଦିଲ୍ଲୀ ଗସ୍ତରେ ଆସିଥିବା ସେଲଭାମ ଭଲ ଶାସନ ପାଇଁ ମୋଦିଙ୍କୁ ପ୍ରଶଂସା କରିବା ସହ ରାମ ମନ୍ଦିର ନିର୍ମାଣ ପାଇଁ ଉଦ୍ୟମ କରିଥିବାରୁ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିମନ୍ତ୍ରଣ କାର୍ଡ ଉପରେ ଲାଲୁଙ୍କ ଫଟୋ ରଖିଲେ ଏହି ଯୁବକ, ଲେଖିଲେ ଏମିତି କିଛି…

ଲାଲୁ ପ୍ରସାଦ ଯାଦବ ସବୁବେଳେ କିଛି ନା କିଛି କଥାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କର ପ୍ରଶଂସକମାନେ ମଧ୍ୟ ତାଙ୍କ ଶୈଳୀରେ ଲାଲୁଙ୍କ ସହ ସମାନ।...

ପ୍ରେମିକଙ୍କ ମୃତଦେହ ଅଙ୍ଗୁଳିରେ ପ୍ରେମିକା ସିନ୍ଥିରେ ଲାଗିଲା ସିନ୍ଦୁର..

କୋଲକାତା,୩୧।୫: ନାବାଳକ ପ୍ରେମିକ ଆତ୍ମହତ୍ୟା କରିବା ପରେ ତାଙ୍କ ମୃତଦେହ ଅଙ୍ଗୁଳିରେ ପ୍ରେମିକା ସିନ୍ଥିରେ ସିନ୍ଦୁର ଲଗାଯାଇଛି। ଏଭଳି ଅଭାବନୀୟ ଘଟଣା ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲାରେ...

ମୁକୁଲ ରାୟଙ୍କ ନଁ।ରେ ଚାର୍ଜଶିଟ୍‌

କୋଲକାତା, ୬।୧୨: କ୍ରିଷ୍ଣଗଞ୍ଜର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକ ସତ୍ୟଜିତ ବିଶ୍ୱାସ ହତ୍ୟା ମାମଲାରେ ସମ୍ପୃକ୍ତି ନେଇ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ମୁକୁଲ ରାୟଙ୍କ ବିରୋଧରେ...

ଦେଶର ସବୁଠାରୁ ଏହି ପୁରାତନ ମହିଳା ଦେଉଛନ୍ତି ଟ୍ୟାକ୍ସ

ଭୋପାଳ,୨୮।୭: ନିକଟରେ ଆୟକର ବିଭାଗର ସ୍ଥାପନା ଦିବସ ପାଳନ ହୋଇଯାଇଛି। ଚଳିତ ଥର ଆୟକର ବିଭାଗର ଏକ କମିଟି ସର୍ବ ପୁରାତନ ଟିକସଦାତାଙ୍କୁ ସମ୍ମାନିତ କରିବାକୁ...

ଏଲ୍‌ଏସିରେ ୧୮ ମୁହାଁମୁହିଁ ସ୍ଥିତି ସ୍ଥାନ ଚିହ୍ନଟ…

ନୂଆଦିଲ୍ଲୀ,୨।୧୦: ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଥମିବାର ନା ଧରୁନି। ଏଲ୍‌ଏସିରେ ଦୁଇପକ୍ଷଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଥିବା ୧୮ଟି ସ୍ଥାନକୁ ଚିହ୍ନଟ କରାଯାଇଛି। ସୀମା...

ବିଲେଇ ଡେଇଁ ପଡ଼ିବାରୁ ଟିଭି ପଡ଼ି ୨ ବର୍ଷର ଶିଶୁ ମୃତ

ଚେନ୍ନାଇ, ୬।୯: ତାମିଲନାଡ଼ୁର ରାଜଧାନୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ବିଲେଇ ଲାଗି ୨ ବର୍ଷର ନୀରିହ ଶିଶୁର ଜୀବନ ଚାଲିଯାଇଛି। ଦୁଇ...

ଆଜି ଦେଶରେ ୩ ଲକ୍ଷ ୩୭ ହଜାର ୭୦୪ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୨।୧: କରୋନାର ତୃତୀୟ ଲହର ଦ୍ରୁତ ଗତିରେ ବଢିଚାଲିଛି। ଏବେ ଦୈନିକ ସଂକ୍ରମଣ ୩ଲକ୍ଷ ଉପରେ ରହୁଛି। ତେବେ ଗତ ୨୪ ଘଣ୍ଟାରେ ୩ ଲକ୍ଷ...

ପରିବେଶ ସୁରକ୍ଷା ପାଇଁ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୩।୭: ପରିବେଶ ସୁରକ୍ଷା ପାଇଁ ସୁପ୍ରିମ୍‌କୋର୍ଟ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଂରକ୍ଷଣ ଏବଂ ପୁନର୍ସ୍ଥାପନା...

Advertisement
Archives

Model This Week