ଯୋଗାଣ ମନ୍ତ୍ରୀ ଦେଲେ ଡେଡ୍‌ଲାଇନ: ଏହି ତାରିଖ ସୁଦ୍ଧା କରିନିଅନ୍ତୁ E-KYC, ନଚେତ୍‌…

ଭୁବନେଶ୍ୱର,୯।୧: ରାଶନ କାର୍ଡକୁ ନେଇ ଯୋଗାଣ ମନ୍ତ୍ରୀ ଦେଲେ ଡେଡ୍‌ଲାଇନ। ଜାନୁଆରି ୩୧ ସୁଦ୍ଧା E-KYC କରିବାକୁ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି। ଯୋଗାଣ ମନ୍ତ୍ରୀଙ୍କ କହିବାଅନୁସାରେ, ଜାନୁଆରି ୩୧ ସୁଦ୍ଧା E-KYC ନ କଲେ ରାଶନ କାର୍ଡ କଟିଯିବ। ଏବେ ସୁଦ୍ଧା ୪୯ ଲକ୍ଷ ହିତାଧିକାରୀ E-KYC କରିନାହାନ୍ତି। E-KYC  ସରିବା ପରେ ନୂଆ ରାଶନ କାର୍ଡ ମିଳିବ।

ପୂର୍ବରୁ ମଧ୍ୟ ସରକାର E-KYC କରିବା ପାଇଁ ସୂଚନା ଦେଇଥିଲେ । ସରକାର ଅଗଷ୍ଟରୁ ରାଶନ କାର୍ଡ ପାଇଁ E-KYC ପ୍ରକ୍ରିୟା ଆରମ୍ଭ କରିଛନ୍ତି । ସବୁଠୁ ବଡ଼ କଥା ହେଉଛି ରାଜ୍ୟ ବାହାରେ ଥିବା ହିତାଧିକାରୀ E-KYC କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର, ୨୧ା୧: ଚାଳିତମାସରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ...

ଜଙ୍ଗଲରୁ ମୃତ ଶରୀର ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ସୋରଡା, ୨୧ା୧ (ରଜନୀ ମହାପାତ୍ର): ସୋରଡା ବଡଗଡ ଥାନା ଇଲାକାରେ ପୁଣି ଠାରେ ଏକ ହତ୍ୟା ଘଟଣା ସାମ୍ନାକୁ ଆସିଛି। ବଡଗଡ ଥାନା ଅନ୍ତରଗତ ଓରା...

ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ମିଳିବ ୫ଲକ୍ଷ ଟଙ୍କା…

ଭୁବନେଶ୍ୱର,୨୧।୧: ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ...

ପାଚକ,ପାଚିକା ମାନଙ୍କ ପାରିଶ୍ରମିକ ୩୦୦୦ ଟଙ୍କାକୁ ବୃଦ୍ଧି, ଉପକୃତ ହେବେ ୧.୧୨ ଲକ୍ଷ କର୍ମଚାରୀ

ଭୁବନେଶ୍ୱର, ୨୧ା୧: ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ...

ରାସ୍ତା ନଥିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ: ଆମ୍ବୁଲାନ୍ସ କର୍ମଚାରୀଙ୍କ ପ୍ରଚେଷ୍ଟାରେ ମେଡିକାଲ ପହଞ୍ଚିଲେ

ମୋହନା, ୨୧ା୧( ମନ୍ମଥ ମିଶ୍ର): ରାସ୍ତା ନଥିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା...

ନବଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡିଲା ସାଂଘାତିକ କଥା, ନବ ଜୀବିତ ଥିଲେ…

ଭୁବନେଶ୍ୱର,୨୧।୧: ନବ ଦାସ ହତ୍ୟାକାଣ୍ଡକୁ ନେଇ ଏବେ ରାଜ୍ୟ ରାଜନୀତି ଏବେ ଜୋର ଧରିଛି। ବର୍ତ୍ତମାନ ନବଙ୍କର ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଭିନ୍ନ ଭିନ୍ନ ମିଳିଛି।...

ଦେହ ବ୍ୟବସାୟ ଘଟଣାର ପର୍ଦ୍ଦାଫାଶ: କାମ ଦେବା ବାହାନାରେ ଦେହ ବ୍ୟବସାୟରେ ଲଗାଉଥିଲେ

କେନ୍ଦୁଝର,୨୧ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରୁ ଜଣେ ୧୬ ବର୍ଷ ବୟସ୍କା ପିତୃମାତୃହୀନ ନାବାଳିକାଙ୍କୁ ଭୁବନେଶ୍ୱର ଚାଲାଣ କରି ଦେହ ବ୍ୟବସାୟରେ ଲଗାଯାଇଥିଲା।...

ଫେବୃଆରୀ ୧୩ରୁ ବଜେଟ ଅଧିବେଶନ

ଭୁବନେଶ୍ୱର, ୨୧।୧: ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ। ୧୭ ରେ ବଜେଟ ଉପସ୍ଥାପନ ହେବ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇ ଅଧିବେଶନ ଏପ୍ରିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri