Posted inଫୁରସତ

ଏହି ଉପାୟରେ କରନ୍ତୁ ଗଣେଶ ପୂଜା: ହେବ ଧନ ବର୍ଷା, ଚମକିବ ଭାଗ୍ୟ

ଆଗକୁ ଆସୁଛି ଗଣେଶ ପୂଜା। ବାପ୍ପାଙ୍କୁ ସ୍ବାଗତ କରିବା ପାଇଁ ସମସ୍ତେ ଜୋରସୋର ପ୍ରସ୍ତୁତି ଆରମ୍ଭ ହୋଇଛି। କିନ୍ତୁ କରୋନା ଯୋଗୁ ଏଥର ଗଣେଶ ପୂଜା କିଛିଟା ଫିକା ପଡିବାର ସମ୍ଭାବନା ରହିଛି। ଆପଣ ବାହାରକୁ ନ ଯାଇ ନିଜ ଘରକୁ ଗଣେଶଙ୍କ ମୂର୍ତ୍ତି ଆଣି ପୂଜା କରିପାରିବେ। ଯଦି ଆପଣଙ୍କର କୌଣସି ଇଚ୍ଛା ଦୀର୍ଘ ସମୟ ପର୍ଯ୍ୟନ୍ତ ପୂରଣ ହୁଏ ନାହିଁ, ତେବେ ଏଥର ଗଣେଶ ପୂଜାରେ ବାପ୍ପାଙ୍କ ଗୋଟିଏ ମନ୍ତ୍ର ଜପ କଲେ ଅତ୍ୟନ୍ତ ଶୁଭଫଳ ଲାଭ ହେବ।ଏହାଦ୍ୱାରା ଭାଗ୍ୟ ଚମକିବା ସହ ଧନ ବର୍ଷା ହେବ ବୋଲି କୁହାଯାଉଛି।

ଯଦି ଆପଣଙ୍କର କୌଣସି ଇଚ୍ଛା ଦୀର୍ଘ ସମୟ ଧରି ପୂରଣ ହୁଏ ନାହିଁ, ତେବେ ଆପଣ ଏହି ଗଣେଶ ଚତୁର୍ଥୀରେ ଗଣପତି ବାପ୍ପାଙ୍କ ଏହି ମନ୍ତ୍ର ଜପ କରିବା ଉଚିତ୍‌

ବକ୍ରତୁଣ୍ଡ ମହାକାୟ ସୂର୍ଯ୍ୟକୋଟି ସମପ୍ରଭଃ
ନିର୍ବିଘ୍ନ କୁରୁ ମେ ଦେବ ସର୍ବକାର୍ଯ୍ୟେସୁ ସର୍ବଦା

ଗଣପତି ବାପ୍ପାଙ୍କୁ ଖୁସି କରିବା ଏବଂ ତାଙ୍କ ଆଶୀର୍ବାଦ ପାଇବା ପାଇଁ ଏହା ଏକ ଅତି ସରଳ ଏବଂ ସୁନ୍ଦର ମନ୍ତ୍ର। ଗଣେଶ ଚତୁର୍ଥୀ ଦିନ ଏହି ମନ୍ତ୍ର ଜପ କରି ଭଗବାନ ଶ୍ରୀ ଗଣେଶଙ୍କୁ ୧୦୮ ଥର ହଳଦିଆ ଫୁଲ ଚଢାନ୍ତୁ। ଗଣପତି ବାପ୍ପାଙ୍କୁ ଏପରି ଉପାସନା କରିବା ଦ୍ୱାରା ଚମତ୍କାର ଫଳ ମିଳିବ ଏବଂ କାର୍ଯ୍ୟ ଏବଂ ବ୍ୟବସାୟରେ ଆସୁଥିବା ସମସ୍ତ ବାଧା ଦୂର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri