ଘରେ କରନ୍ତୁ ଫେସିଆଲ

ବେସନ ପ୍ୟାକ୍‌ – ଏକ ବଡ଼ ଚାମଚ ବେସନ, ଏକ ଛୋଟ ଚାମଚ ଅର୍ଗାନିକ୍‌ ହଳଦୀ ଗୁଣ୍ଡ, ୧ ଚାମଚ ମହୁ ଓ ୨ ବଡ଼ ଚାମଚ କ୍ରିମ୍‌କୁ ନେଇ ଭଲଭାବେ ମିଶାନ୍ତୁ। ଏହି ମିଶ୍ରଣକୁ ମୁହଁରେ ଲଗାଇ ଶୁଖିବା ପାଇଁ ଛାଡି ଦିଅନ୍ତୁ। ଶୁଖିବା ପରେ ଗୋଲାପ ଜଳ ଲଗାଇ ଗୋଲାକାରରେ ଘଷି ଧୋଇ ଦିଅନ୍ତୁ। ସପ୍ତାହକୁ ଅତିକମ୍‌ରେ ଦୁଇ ଥର ଏପରି ଫେସିଆଲ କଲେ ତ୍ୱଚାର ଚମକ ଢେର୍‌ ବୃଦ୍ଧି ପାଇବ।
ଚାଉଳ ପ୍ୟାକ୍‌ – ୨ ଚାମଚ ଚାଉଳ ଗୁଣ୍ଡରେ ୧ ଚାମଚ କ୍ରିମ୍‌ ଓ ଗୋଲାପ ଜଳ ମିଶାଇ ପ୍ୟାକ୍‌ ତିଆରି କରନ୍ତୁ। ଏହାକୁ ମୁହଁ ଏବଂ ବେକରେ ଲଗାଇ ଶୁଖିବା ପରେ ହାଲୁକା ମସାଜ୍‌ କରି କିଛି ସମୟ ପରେ ମୁହଁ ଧୋଇଦିଅନ୍ତୁ। ଏପରି କରିବା ଦ୍ୱାରା ତ୍ୱଚା ମୁଲାୟମ ହେବ।
କଦଳୀ ପ୍ୟାକ୍‌- ୧ ବଡ଼ କଦଳୀକୁ ଭଲଭାବେ ପେଷ୍ଟ କରି ସେଥିରେ ୧ ଚାମଚ ମହୁ ଓ ଅଳ୍ପ ଚନ୍ଦନ ପାଉଡର ମିଶାନ୍ତୁ। ଏହି ମିଶ୍ରଣକୁ ମୁହଁରେ ଲଗାଇ କିଛି ସମୟ ମସାଜ୍‌ କରିବା ପରେ ଧୋଇ ଦିଅନ୍ତୁ।
ଗୋଲାପ ଫୁଲ ପ୍ୟାକ୍‌ – ୧୫-୨୦ଟି ଗୋଲାପ ଫୁଲ ପାଖୁଡାକୁ ଗାଢ଼ କ୍ଷୀରରେ ମିଶାଇ ଗ୍ରାଇଣ୍ଡିଂ କରନ୍ତୁ। ଏହି ମିଶ୍ରଣକୁ କିଛି ସମୟ ଫ୍ରିଜ୍‌ରେ ରଖି ମୁହଁ ଓ ବେକରେ ଲଗାନ୍ତୁ। ୧୫ ମିନିଟ୍‌ ପରେ ମୁହଁ ଧୋଇ ଦିଅନ୍ତୁ। ତ୍ୱଚା ଫ୍ରେଶ୍‌ ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri