Posted inଖେଳ

ଭାରତୀୟ ବିଶ୍ୱକପ୍‌ ଦଳ ପାଇଁ ରାଇନାଙ୍କ ସ୍ବତନ୍ତ୍ର ମେସେଜ୍‌

ଦୁବାଇ,୧୭।୧୦: ୟୁଏଇ ଏବଂ ଓମାନଠାରେ ରବିବାର ଆରମ୍ଭ ହୋଇଯାଇଛି ଟି୨୦ ବିଶ୍ୱକପ୍‌। ଏହି କ୍ରିକେଟ ମହାକୁମ୍ଭ ପୂର୍ବରୁ ଭାରତୀୟ ଦଳର ଖେଳାଳିଙ୍କୁ ଏକ ସ୍ବତନ୍ତ୍ର ମେସେଜ ଦେଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନା। ତାଙ୍କ ମତରେ ଟି୨୦ ଫର୍ମାଟର ଅଧିନାୟକ ପଦରୁ ବିଦାୟ ନେବାକୁ ଯାଉଥିବା ବିରାଟ କୋହଲି ସାଥି ଖେଳାଳିଙ୍କ ଠାରୁ ବିଦାୟୀ ଉପହାର ପାଇବାକୁ ଯୋଗ୍ୟ।

ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ପାଇଁ ଏକ ସରଳ ମେସେଜ, କୋହଲିଙ୍କ ପାଇଁ କର। ସମ୍ଭବତଃ ଅଧିନାୟକ ଭାବେ ଏହି ଟୁର୍ନାମେଣ୍ଟ ତାଙ୍କ ପାଇଁ ଅନ୍ତିମ ଇଭେଣ୍ଟ ହୋଇପାରେ। ଏଣୁ ପ୍ରତ୍ୟେକ ଖେଳାଳିଙ୍କୁ ନିଜ ଉପରେ ବିଶ୍ୱାସ ରଖିବାକୁ ପଡ଼ିବ ବୋଲି ଆଇସିସି ପାଇଁ ଏକ ସ୍ତମ୍ବରେ ରାଇନା ଉଲ୍ଲେଖ କରିଛନ୍ତି।

ଟି୨୦ ବିଶ୍ୱକପ୍‌ ପୂର୍ବରୁ ଆମର ସମସ୍ତ ଖେଳାଳିମାନେ ୟୁଏଇରେ ଖେଳାଯାଇଥିବା ଆଇପିଏଲର ଦ୍ୱିତୀୟ ଫେଜରେ ଖେଳିଥିଲେ। ଏହା ଦ୍ୱାରା ସେମାନେ ନିଶ୍ଚିତ ଲାଭବାନ ହେବେ। ଏହି କାରଣରୁ ଟିମ୍‌ ଇଣ୍ଡିଆ ଅନ୍ୟ ଦଳମାନଙ୍କ ଅପେକ୍ଷା ଆଗରେ ରହିବ। ମୋ ମତରେ ଭାରତ ସବୁଠୁ ବଡ଼ ଫେଭରାଇଟ୍‌ ବୋଲି ରାଇନା ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri