Posted inଫୁରସତ

ଶନିବାର କରନ୍ତୁ ଏପରି, ହେବ ସୌଭାଗ୍ୟ ପ୍ରାପ୍ତି

କାଶୀ,୧୨।୨: ଜୀବନରେ ଶନିମହାଗ୍ରହଙ୍କ ଯୋଗୁ ବିଭିନ୍ନ ବାଧାବିଘ୍ନ ଆସିଥାଏ। କେତେକ ଶନିଙ୍କୁ ଭୟ କରି ଥାନ୍ତି। ତେବେ ଶନି ମହାଗ୍ରହ ନ୍ୟାୟ କାରକ ଗ୍ରହ। ସେ କାହାପ୍ରତି ଅନ୍ୟାୟ କରି ନ ଥାନ୍ତି। ସୁନା ନିଆଁରେ ପଡ଼ିଲେ ଅଧିକ ଉଜ୍ଜଳ ହେବା ପରି ଶନି ମହାଦଶାରେ ଲୋକେ ଇଶ୍ୱର ପ୍ରତି ଅନୁରକ୍ତ ଭାବ ପ୍ରକାଶ କରିବା ସହିତ ସତ୍‌ ମାର୍ଗରେ ପରିଚଳିତ ହେବାର ପ୍ରେରଣା ପାଇଥାନ୍ତି। ଜାତକରେ ଶନିଙ୍କ ଖରାପ ସ୍ଥିତିରେ ସୁଧାର ଆଣିବା ଲାଗି ଶନିବାର ଦିନ କେତେକ କାର୍ଯ୍ୟ କରାଗଲେ ସୌଭାଗ୍ୟ ପ୍ରାପ୍ତି ହୋଇଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ କରାଯାଇଛି। ଶନିବାର ସକାଳେ ଗାଧୋଇ ପାଧୋଇ ଅଶ୍ୱଥ ଗଛ ମୂଳେ ଗାଈ କ୍ଷୀର ଦାନ କରିବା ସହିତ ପିମ୍ପୁଡ଼ିକୁ ଚିନି ଦେଲେ ସୁଫଳ ମିଳିଥାଏ। ସେହିପରି କଳା କୁକୁରକୁ ଖାଦ୍ୟ ଖାଇବାକୁ ଦେଲେ ଶନି ଦେବ ସନ୍ତୁଷ୍ଟ ହୋଇଥାନ୍ତି। ଏହି ସହଜ ଉପାୟ ଦ୍ୱାରା ଶନିଙ୍କ ଖରାପ ପ୍ରଭାବ କଟିବା ସହିତ ଶୁଭଫଳ ପ୍ରାପ୍ତି ହୋଇଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

‘ଆଶୁତୋଷ ରାଙ୍କାଙ୍କ ଜୀବନ ପଛରେ ପଡିଛନ୍ତି ଭାଜପାର ଗୁଣ୍ଡା’, ଅଭିଜିତ ଦୀପକେଙ୍କ ଏଭଳି ଅଭିଯୋଗକୁ ନେଇ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୧।୮: ରାଜସ୍ଥାନର ରାଜଧାନୀ ଜୟପୁରରେ ‘କକରୋଚ ଜନତା ପାର୍ଟି’ (CJP) ନେତା ଆଶୁତୋଷ ରାଙ୍କାଙ୍କ ସହ ଘଟିଥିବା ଘଟଣାକୁ ନେଇ CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…

ଆଶୁତୋଷ ରାଙ୍କାଙ୍କୁ ଘଉଡ଼ାଇଲେ ଗ୍ରାମବାସୀ: CJP କର୍ମୀ – ଲୋକଙ୍କ ମଧ୍ୟରେ ତୁମୁଳ ବିବାଦ

ନୂଆଦିଲ୍ଲୀ, ୨୧।୮: ଜୟପୁରରେ କଥିତ ଭାବେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରବକ୍ତା ଆଶୁତୋଷ ରାଙ୍କାଙ୍କୁ ଗ୍ରାମବାସୀ ଘଉଡ଼ାଇ ଦେଇଥିବା ଦାବି କରାଯାଇଛି। CJP କର୍ମୀ ଓ…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ପୁଣି ଆଜିଠୁ ଜୋର୍‌ଦାର ଆନ୍ଦୋଳନ: ଜନ୍ତର-ମନ୍ତରରେ ପହଞ୍ଚୁଛନ୍ତି ଶତାଧିକ ଲୋକ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୧।୮: ଦିଲ୍ଲୀରେ ପେପର ଲିକ୍‌କୁ ନେଇ ହୋଇଥିବା ଛାତ୍ର ଆନ୍ଦୋଳନ ପରେ ଏବେ ‘ସଂରକ୍ଷଣ ହଟାଅ ଆନ୍ଦୋଳନ’ ଜୋର ଧରିଛି। ସଂରକ୍ଷଣ ବ୍ୟବସ୍ଥା ହଟାଇବା ଦାବିରେ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri