Posted inଫୁରସତ

ମନ ଅସ୍ଥିିର ହେଲେ କରନ୍ତୁ ଏପରି…

ଅଗରବତୀ ଜାଳିବା ପଛରେ ଆଧ୍ୟାତ୍ମିକ କାରଣ ରହିଛି । ଅଗରବତୀ ଜଳାଇବା ଦ୍ୱାରା ସେଥିରୁ ବାହାରୁଥିବା ଧୂଆଁ ମନରେ ଶାନ୍ତି ଆଣିଥାଏ ଆଉ ଏଥିଯୋଗୁ ପରିବେଶରେ ଶୁଦ୍ଧ ବାତାବରଣ ସୃଷ୍ଟି ହୁଏ । ତେବେ ମନୋବୈଜ୍ଞାନିକ ଦୃଷ୍ଟିରୁ ବିଭିନ୍ନ ରୋଗର ଚିକିତ୍ସା ପାଇଁ ଅଗରବତୀର ଉପଯୋଗ କଲେ ସୁଫଳ ମିଳିଥାଏ। ଏହା ରୋଗ ପ୍ରତିରୋଧକ ଭାବେ କାମ କରିଥାଏ। ପ୍ରାଚୀନକାଳରେ ଚାଇନା, ଇଜିପ୍ଟ, ତିବ୍ବତ ଆଦି ଦେଶରେ ଅଗରବତୀର ବ୍ୟବହାର ମୁଖ୍ୟତଃ ରୋଗପ୍ରତିରୋଧକ ଭାବେ କରାଯାଉଥିଲା। ଆରୋମା ଥେରାପି ପାଇଁ ଅଗରବତୀର ବ୍ୟବହାର କରାଯାଇଥାଏ। ଅଗରବତୀର ମହକ ମନଭିତରେ ଉତ୍ସାହ ଜାତ କରିବା ସହିତ ମସ୍ତିଷ୍କର ହାଇପୋଥାଲାମସ୍‌ ଉପରେ ସକାରାତ୍ମକ ପ୍ରଭାବ ପକାଇଥାଏ। ଫଳରେ ଖୁସି ହରମୋନ୍‌ ଏଣ୍ଡ୍ରୋଫିନ୍‌, ଡୋପାମାଇନ୍‌ ଏବଂ ସେରୋଟୋନିନ୍‌ କ୍ଷରଣ ହୋଇଥାଏ। ଏହା ଦ୍ୱାରା ରକ୍ତ ସଞ୍ଚାଳନ ସ୍ବାଭାବିକ ଭାବେ ହୋଇଥାଏ। ଏଥିଯୋଗୁ ହାର୍ଟ ଆଟାକ୍‌ ଆଶଙ୍କା ବି କମି ଯାଇଥାଏ। ଅଗରବତୀ ଯୋଗୁ ମାନସିକ ଅବସାଦ କମ୍‌ ହୋଇ ମନକୁ ଶାନ୍ତି ମିଳିଥାଏ। ମନ ଅସ୍ଥିରଥିବା ସମୟରେ ଅଗରବତୀ ଜଳାଇଲେ ସୁଫଳ ମିଳିଥାଏ। ତେଣୁ ଯୁବବର୍ଗଙ୍କଠାରେ ଏହି ଥେରାପିର ପ୍ରୟୋଗ କରାଯାଇଥାଏ। ଯୌବନରେ ମାନସିକ ସ୍ଥିତିରେ ସନ୍ତୁଳନ ରଖିବା କେତେକଙ୍କ ପାଇଁ କଷ୍ଟକର ହୋଇଥିବା ବେଳେ ଆରୋମା ଥେରାପି ଯୋଗୁ ଏହା ସମ୍ଭବ ହୋଇପାରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଲୋକ ଅଦାଲତ: ୨୪୬ ମାମଲା ଫଇସଲା ସହ ଏତିକି ଟଙ୍କା ଜରିମାନା ଆଦାୟ

ଭଞ୍ଜନଗର,୧୪ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପ୍ରାଙ୍ଗଣରେ ତାଲୁକ ଆଇନ ସେବା କମିଟି ଭଞ୍ଜନଗରଙ୍କ ପକ୍ଷରୁ ୨୦୨୬ ବର୍ଷର ପ୍ରଥମ ଜାତୀୟ ଲୋକ ଅଦାଲତ…

ଶ୍ରୀଲଙ୍କା ଛାଡିଲା ୮୪ ଇରାନୀ ନାବିକଙ୍କ ମୃତଦେହ ନେଇ ଯାଉଥିବା ତୁର୍କୀ ବିମାନ, ପ୍ରତିଶୋଧର ଶପଥ ନେଲା…

କଲମ୍ବୋ,୧୪।୩: ଭାରତ ମହାସାଗରରେ ଆମେରିକୀୟ ଆକ୍ରମଣର ଶିକାର ହୋଇଥିବା ଇରାନୀ ଯୁଦ୍ଧଜାହାଜ IRIS ଡେନା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଶ୍ରୀଲଙ୍କା ଏହି ଆକ୍ରମଣରେ…

ସିଲିଣ୍ଡରର ବିକଳ୍ପ ହେବ କିରୋସିନ, ଓଡ଼ିଶାରେ ଆଜି ରେଟ୍‌ ଅଛି ଏତିକି, ଲିଟରେ କିଣିଲେ…

ଭୁବନେଶ୍ୱର,୧୪।୩: ବର୍ତ୍ତମାନ ସାରା ଦେଶରେ ଗ୍ୟାସ ସିଲିଣ୍ଡରକୁ ନେଇ ହଇଚଇ ସୃଷ୍ଟି ହୋଇଛିି। ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ସଂଘର୍ଷ ଭାରତୀୟ ରୋଷେଇ ଘରର ବଜେଟକୁ…

ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟଙ୍କ ଭିତରେ ବିରାଟ ଫାଟ, ବୈଠକ ଆରମ୍ଭରୁ ସାମ୍ନାକୁ ଆସିଲା…

ଧର୍ମଶାଳା,୧୪ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଏକ ବୈଠକ ଗୋକର୍ଣ୍ଣେଶ୍ୱର ପୀଠରେ ଅନୁଷ୍ଠିତ ହେଉଥିବା ବେଳେ ସଂଗଠନ ମଧ୍ୟରେ ବିରାଟ…

ନବୀନଙ୍କ ପୋଲ୍‌ ଖୋଲିଲେ ପ୍ରତାପ ଷଡ଼ଙ୍ଗୀ, ଅତୀତରେ ମୋତେ ଅଫର ଦେଇଥିବା କହି…

ଭୁବନେଶ୍ୱର,୧୪ା୩: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପୋଲ୍‌ ଖୋଲି ଦେଇଛନ୍ତି ଏମ୍‌ପି ପ୍ରତାପ ଷଡ଼ଙ୍ଗୀ(ନନା)। ସେ କହିଛନ୍ତି, ନବୀନ ଘୋଡ଼ା ବେପାରରେ ମାହିର। ଅତୀତରେ ମୋତେ…

LPG ସଙ୍କଟ ମଧ୍ୟରେ ଚାକିରି ହରାଇଲେଣି ବହୁ ଡେଲିଭରି ବୟ! ଅନେକ ପରିବାର ଉପବାସରେ, ସରକାରଙ୍କୁ ଗୁହାରି କଲେ…

ନୂଆଦିଲ୍ଲୀ,୧୪।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଯୋଗୁ ବିଶ୍ୱବ୍ୟାପୀ ଏଲପିଜି ଯୋଗାଣ ବାଧାପ୍ରାପ୍ତ ହୋଇଛି, ଯାହା ସିଧାସଳଖ ଭାରତର ଖାଦ୍ୟ ଯୋଗାଣ ଏବଂ ଗିଗ କର୍ମଚାରୀମାନଙ୍କୁ ପ୍ରଭାବିତ କରିଛି। ପୁଣେରୁ…

ଗୋଟିଏ ଦିନରେ ବାରୁଣୀ ସ୍ନାନ ସହ ତାରାତାରିଣୀଙ୍କ ଚୈତ୍ର ଯାତ୍ରା, ମିଳିତ ଭାବରେ କାର୍ଯ୍ୟ କରିବା ନେଇ…

ପୁରୁଷୋତ୍ତମପୁର,୧୪ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ଗୋଟିଏ ଦିନରେ ବାରୁଣୀସ୍ନାନ ଓ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ରହିଥିବା ନେଇ କିଭଳି ଏହାର ମୁକାବିଲା…

ବିଜେଡି ସହ ବୁଝାମଣାକୁ ନେଇ ଏମିତି କହିଲେ ସୋଫିଆ, କଂଗ୍ରେସର ସ୍ଥିତି ଆଜି କେବଳ…

ଭୁବନେଶ୍ୱର,୧୪ା୩: ବିଧାୟିକା ସୋଫିଆ ଫିର୍ଦ୍ଦୋସ ଖୋଲାଖୋଲି ଭାବେ ତାଙ୍କର ଅସନ୍ତୋଷ ଝାଡ଼ିଛନ୍ତି। ବିଜେଡି ସହ ବୁଝାମଣାକୁ ନେଇ ଉଠୁଥିବା କଥା ଉପରେ ସେ ଖୁବ୍‌ ରାଗିଯାଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri