କୋଭିଡ୍‌ ପଜିଟିଭ୍‌ ହେବା ମାତ୍ରେ ତରବର ହୋଇ ହସ୍ପିଟାଲ ଆସନାହିଁ; ଗୁରୁତର ହେଲେ ଆମ୍ବୁଲାନ୍ସ ଆଣିବ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଏବେ ସ୍ଥିତି ନିୟନ୍ତ୍ରଣରେ। ହେଲେ ଆଗକୁ କ’ଣ ହେବ ତାହା କହିବା କଷ୍ଟକର। କିଛି ଏଭଳି ଢ଼ଙ୍ଗରେ ଆଗାମୀ ଦିନରେ ଆସୁଥିବା ବିପଦ ନେଇ ସତର୍କ କରିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ଜାତୀୟ ହାରରେ ଓଡ଼ିଶାର ଭାଗ ପ୍ରାୟ ୧.୮% ରହିଛି। ଶୁକ୍ରବାର ରାଜ୍ୟରେ ସଂକ୍ରମଣରେ ସର୍ବକାଳୀନ ରେକର୍ଡ ୮୬୮୧ ହୋଇଛି। ଏବେ ୩୩% ସାଧାରଣ ବେଡ୍‌, ୬୯% ଆଇସିୟୁ, ୩୫% ଭେଣ୍ଟିଲେଟର ବ୍ୟବହୃତ ହେଉଛି। ତେବେ କୋଭିଡ ପଜିଟିଭ୍‌ ହେବା ମାତ୍ରେ ତରବର ହୋଇ ହସ୍ପିଟାଲ ଆସନ୍ତୁ ନାହିଁ। ହୋମ୍‌ ଆଇସୋଲେଶନରେ ରୁହନ୍ତୁ। ଜରୁରୀ ହେଲେ ସେ ହସ୍ପିଟାଲ ଆସନ୍ତୁ। ଘରେ ରୁହନ୍ତୁ। ଯଦି ଅବସ୍ଥା ଗୁରୁତର ହେଲା ତେବେ ଆମ୍ବୁଲାନ୍ସ ଯାଇ ଆଣିବ। ଫଳରେ ଜଣେ ଗୁରୁତର ରୋଗୀକୁ ଡାକ୍ତରଖାନାରେ ଚିକିତ୍ସା ସୁବିଧା ମିଳିପାରିବ ବୋଲି ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri