Advertisement

କୋଭିଡ୍‌ ପଜିଟିଭ୍‌ ହେବା ମାତ୍ରେ ତରବର ହୋଇ ହସ୍ପିଟାଲ ଆସନାହିଁ; ଗୁରୁତର ହେଲେ ଆମ୍ବୁଲାନ୍ସ ଆଣିବ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଏବେ ସ୍ଥିତି ନିୟନ୍ତ୍ରଣରେ। ହେଲେ ଆଗକୁ କ’ଣ ହେବ ତାହା କହିବା କଷ୍ଟକର। କିଛି ଏଭଳି ଢ଼ଙ୍ଗରେ ଆଗାମୀ ଦିନରେ ଆସୁଥିବା ବିପଦ ନେଇ ସତର୍କ କରିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ଜାତୀୟ ହାରରେ ଓଡ଼ିଶାର ଭାଗ ପ୍ରାୟ ୧.୮% ରହିଛି। ଶୁକ୍ରବାର ରାଜ୍ୟରେ ସଂକ୍ରମଣରେ ସର୍ବକାଳୀନ ରେକର୍ଡ ୮୬୮୧ ହୋଇଛି। ଏବେ ୩୩% ସାଧାରଣ ବେଡ୍‌, ୬୯% ଆଇସିୟୁ, ୩୫% ଭେଣ୍ଟିଲେଟର ବ୍ୟବହୃତ ହେଉଛି। ତେବେ କୋଭିଡ ପଜିଟିଭ୍‌ ହେବା ମାତ୍ରେ ତରବର ହୋଇ ହସ୍ପିଟାଲ ଆସନ୍ତୁ ନାହିଁ। ହୋମ୍‌ ଆଇସୋଲେଶନରେ ରୁହନ୍ତୁ। ଜରୁରୀ ହେଲେ ସେ ହସ୍ପିଟାଲ ଆସନ୍ତୁ। ଘରେ ରୁହନ୍ତୁ। ଯଦି ଅବସ୍ଥା ଗୁରୁତର ହେଲା ତେବେ ଆମ୍ବୁଲାନ୍ସ ଯାଇ ଆଣିବ। ଫଳରେ ଜଣେ ଗୁରୁତର ରୋଗୀକୁ ଡାକ୍ତରଖାନାରେ ଚିକିତ୍ସା ସୁବିଧା ମିଳିପାରିବ ବୋଲି ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପିଲାମାନେ ପ୍ରାରମ୍ଭିକ ଶିକ୍ଷାରୁ ଇଂଲିଶ କୁହନ୍ତୁ ବୋଲି ଅଭିଭାବକ ଚାହୁଁଛନ୍ତି’

ରାଜ୍ୟରେ ପ୍ରାଥମିକ ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ନେଇ ସରକାରୀସ୍ତରରେ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଉଛି। ତଥାପି ଅଭିଭାବକମାନେ ନିଜ ପିଲାର ଉତ୍ତମ ଭବିଷ୍ୟତ ଗଢିବା...

ପୂରଣ ହେଲାନି ମାଛ ଝୋଳ ଖାଇବା ଇଚ୍ଛା

ନନ୍ଦପୁର,୧୧ା୩ : କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅଧୀନ ପଡ଼ଇସିଂହ ଗ୍ରାମ ନିକଟସ୍ଥ ପାତାଳି ନଦୀର ହଳଦୀଘାଟକୁ ଗୁରୁବାର ୨ ଜଣ ନାବାଳିକା...

ପିଜି ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସାମ୍ସ ପୋର୍ଟାଲରେ ମାର୍କ ଦାଖଲ କରିବା ଅବଧିକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ବୃଦ୍ଧି କରିଛି। ଗୁରୁବାର ଏକ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ...

ଆଜିଠୁ ଓଜେଇଇ

ଭୁବନେଶ୍ୱର,୪।୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହେବ। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଦୈନିକ ତିନୋଟି ଶିଫ୍ଟରେ ଏହି ପରୀକ୍ଷା ଚାଲିବ।...

ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ,୨୯।୮: ଭଦ୍ରକ ଟାଉନ ପୋଲିସ ଗୁରୁବାର ବାଇପାସ୍‌ ଛକ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଜବତ କରିଛି। ଯୁବକଙ୍କ ଦୁଇ ହାତରେ ସାଲାଇନ...

ଲିଙ୍ଗରାଜ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମାଡ଼ ଘଟଣା

ପୁରୁଣା ଭୁବନେଶ୍ୱର,୫ା୧୧(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁଙ୍କୁ ତାଲା ପକାଇ ଆକ୍ରମଣ କରିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି।...

ଅନ୍‌ଲାଇନରେ ମଗାଇଲେ ରେନିକୋଟ୍‌, ଆସିଲା ପଲିଥିନ

ନରସିଂହପୁର, ୪ା୮(ସ୍ବ.ପ୍ର.): ଅନ୍‌ଲାଇନରେ ବିଭିନ୍ନ ଘରକରଣାଠାରୁ ଆରମ୍ଭ କରି ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଲୋକମାନେ ଘରେ ବସି ମଗାଉଛନ୍ତି। ହେଲେ କିଛି ଲୋକ ଠକାମିର ଶିକାର...

ଆଜିଠୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୧୩-୧୧(ବ୍ୟୁରୋ):ଷୋଡଶ ବିଧାନସଭାର ଦ୍ୱିତୀୟ ତଥା ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେଉଛି। ଏହା ଡିସେମ୍ବର ୧୯ ଯାଏ ଚାଲିବ। ଏଥିରେ ମୋଟ ୩୦ଟି କାର୍ଯ୍ୟ ଦିବସ...

Advertisement
Archives

Model This Week