ଦୟା ନଦୀ ପାଣି ପିଅନ୍ତୁ ନାହିଁ: ପରାମର୍ଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧: ପୁରୀ ଜିଲା କଣାସ ଅଞ୍ଚଳରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଝାଡ଼ାବାନ୍ତିରେ ୪ ଜଣଙ୍କର ଜୀବନ ଯାଇଥିବା ବେଳେ ଅନେକ ଲୋକ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଛନ୍ତି। ଦୂଷିତ ପାନୀୟ ଜଳ ଯୋଗୁ ଝାଡାବାନ୍ତି ବ୍ୟାପୁଥିବା ଅଭିଯୋଗ ହେଉଛି। ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି। ରାଜ୍ୟ ସରକାର ସ୍ଥିତି ଉପରେ ନଜର ରଖିଛନ୍ତି। ଦୟା ନଦୀ ପାଣିରେ ଭୂତାଣୁ ଥିବା ସନ୍ଦେହରେ ପାଣି ନ ପିଇବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି।

ଅନ୍ୟପକ୍ଷେ ଦୟା ନଦୀ ପାଣି ଜହର ପାଲଟିଥିବା ବେଳେ ଦୂଷିତ ପାନୀୟ ଜଳ ଯୋଗୁ ପୁରୀ ଜିଲା କଣାସ ବ୍ଳକ ଗଡ଼ିଶାଗୋଦା ପଂଚାୟତର ଜାଗୁଳାଇ ପଦର ଗାଁରେ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଲୋକେ ଅଭିଯୋଗ କରିଛନ୍ତି। ତୁରନ୍ତ ସମସ୍ୟାର ସମାଧାନ ନ ହେଲେ ଆଗକୁ ବ୍ୟାପକ ଜନ ଆନ୍ଦୋଳନ ହେବ ବୋଲି ସ୍ଥାନୀୟ ଲୋକେ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri