ଦୟା ନଦୀ ପାଣି ପିଅନ୍ତୁ ନାହିଁ: ପରାମର୍ଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧: ପୁରୀ ଜିଲା କଣାସ ଅଞ୍ଚଳରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଝାଡ଼ାବାନ୍ତିରେ ୪ ଜଣଙ୍କର ଜୀବନ ଯାଇଥିବା ବେଳେ ଅନେକ ଲୋକ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଛନ୍ତି। ଦୂଷିତ ପାନୀୟ ଜଳ ଯୋଗୁ ଝାଡାବାନ୍ତି ବ୍ୟାପୁଥିବା ଅଭିଯୋଗ ହେଉଛି। ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି। ରାଜ୍ୟ ସରକାର ସ୍ଥିତି ଉପରେ ନଜର ରଖିଛନ୍ତି। ଦୟା ନଦୀ ପାଣିରେ ଭୂତାଣୁ ଥିବା ସନ୍ଦେହରେ ପାଣି ନ ପିଇବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି।

ଅନ୍ୟପକ୍ଷେ ଦୟା ନଦୀ ପାଣି ଜହର ପାଲଟିଥିବା ବେଳେ ଦୂଷିତ ପାନୀୟ ଜଳ ଯୋଗୁ ପୁରୀ ଜିଲା କଣାସ ବ୍ଳକ ଗଡ଼ିଶାଗୋଦା ପଂଚାୟତର ଜାଗୁଳାଇ ପଦର ଗାଁରେ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଲୋକେ ଅଭିଯୋଗ କରିଛନ୍ତି। ତୁରନ୍ତ ସମସ୍ୟାର ସମାଧାନ ନ ହେଲେ ଆଗକୁ ବ୍ୟାପକ ଜନ ଆନ୍ଦୋଳନ ହେବ ବୋଲି ସ୍ଥାନୀୟ ଲୋକେ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri