ପର୍ବପର୍ବାଣୀ ସମୟରେ ବିନା ସଙ୍କୋଚରେ ରାଜ୍ୟ ସରକାର ଲଗାଇ ପାରିବେ ଲକଡାଉନ୍‌: କେନ୍ଦ୍ର

ନୂଆଦିଲ୍ଲୀ,୫ ।୮: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଏବେ କିଛି ରାଜ୍ୟରେ କମ୍ ହୋଇଥିବା ବେଳେ କିଛି ରାଜ୍ୟରେ କିନ୍ତୁ ପୁଣିଥରେ ଏହା ବୃଦ୍ଧି ପାଇବା ଦେଖାଦେଇଛି । ଆଗକୁ ତୃତୀୟ ଲହର ଆସୁଥିବା ବେଳେ ଏବେବି ଦ୍ୱିତୀୟ ଲହରରୁ ମୁକ୍ତି ମିଳିନାହିଁ । କେନ୍ଦ୍ର ସରକାର କିନ୍ତୁ କରୋନା ସଂକ୍ରମଣ ଉପରେ ସମ୍ପୂର୍ଣ୍ଣ ନଜର ରଖିଛନ୍ତି । ଏହାକୁ ନେଇ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖି ଜଣାଇଛନ୍ତି କି ପର୍ବପର୍ବାଣୀ ସମୟରେ ବିନା ସଙ୍କୋଚରେ ରାଜ୍ୟ ସରକାର ଲକଡାଉନ୍ କରିପାରିବେ । ନଚେତ୍ ଏହି ପର୍ବ କରୋନାର ସୁପର ସ୍ପ୍ରେଡର ପାଲଟିଯିବ । ତେଣୁ ସବୁ ସମୟରେ ରାଜ୍ୟ ସରକାର ଆଲର୍ଟ ରହିବାକୁ କେନ୍ଦ୍ର କହିଛି । ସୂଚନାଯୋଗ୍ୟ, କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩ ହଜାରରୁ ଅଧିକ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୫୩୩ ଜଣଙ୍କ ମୃତ୍ୟୁ ହୋଇଛି । ଯାହା ଏବେବି ନିୟନ୍ତ୍ରଣକୁ ଆସିନାହିଁ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ନୁହନ୍ତି ମଧ୍ୟବିତ୍ତ

ନୂଆଦିଲ୍ଲୀ,୩ା୨(ଆଇଏଏନ୍‌ଏସ୍‌): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ପାର୍ଲାମେଣ୍ଟରେ ଉପସ୍ଥାପନ କରିଥିବା ୨୦୨୦-୨୧ ଆର୍ଥିକ ବର୍ଷର ବଜେଟକୁ ନେଇ ବିଭିନ୍ନ ମହଲରୁ ପ୍ରତିକ୍ରିୟା ଆସିବାରେ ଲାଗିଛି। ୩୦...

ରାଜ୍ୟପାଳଙ୍କୁ ଭେଟିଲେ ହେମନ୍ତ: ୨୯ରେ ନେବେ ଶପଥ

ରାଞ୍ଚି,୨୫ା୧୨(ପି.ଟି.): ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ ମଙ୍ଗଳବାର ରାଜ୍ୟପାଳ ଦ୍ରୌପଦୀ...

ଏନ୍‌ଡିଏ-ୟୁପିଏ ଟକ୍କର…

ପୁଡୁଚେରୀ,୨।୫: ପୁଡୁଚେରୀ ବିଧାନସଭା ନିର୍ବାଚନର ଭୋଟ ଗଣନା ରବିବାର ଆରମ୍ଭ ହୋଇଛି। ରାଜ୍ୟରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ମେଣ୍ଟ ୯ ଆସନରେ ଆଗୁଆ ରହିଛି। ସେହିପରି...

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ୪ର୍ଥ ତାଲିକା ପ୍ରକାଶ କଲା ଜେଜେପି: କରନାଲରୁ ତେଜ ବାହାଦୁର

ଚଣ୍ଡିଗଡ଼,୩।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ହରିୟାଣା ଆସନ ପାଇଁ ଜନନାୟକ ଜନତା ପାର୍ଟି (ଜେଜେପି)ଗୁରୁବାର ଆଶାୟୀ ପ୍ରାର୍ଥୀଙ୍କ ୪ର୍ଥ ତାଲିକା ଜାରି...

‘ସୁପାରିସରେ ଦିଆଯିବ ନାହିଁ ଚାକିରି’

ମୋହାଲି,୨୦।୩: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ରବିବାର ଆମ ଆଦମି ପାର୍ଟି (ଏଏପି)ର ବିଧାୟକଙ୍କୁ ଲୋକଙ୍କ କଲ୍ୟାଣ ପାଇଁ ସଚ୍ଚୋଟତା ସହ କାର୍ଯ୍ୟ କରିବାକୁ କହିଛନ୍ତି।...

ବୁଦ୍ଧ ପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୫: ସାରା ବିଶ୍ୱରେ କରୋନା ମହାମାରୀ ଏବେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହି ଯୁଦ୍ଧରେ ଆଗଧାଡିର ଯୋଦ୍ଧାଙ୍କୁ ସାରା ବିଶ୍ୱ ସମ୍ମାନ କରୁଛି। ଏହି...

ଭାରତ ଛୁଇଁଲା ଓମିକ୍ରନ୍‌: କର୍ନାଟକରେ ୨ ଚିହ୍ନଟ

ନୂଆଦିଲ୍ଲୀ,୨।୧୨: କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଏବେ ଭାରତକୁ ଆସିଛି। କର୍ନାଟକରେ ୨ ଜଣ ଓମିକ୍ରନ ଭାରିଆଣ୍ଟର ଶିକାର ହୋଇଥିବା ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...

ବଢ଼ିଲା ଭାରତର ଚିନ୍ତା: ଗୁଜରାଟ ସୀମାରେ ପାକିସ୍ତାନ ଚାଇନାକୁ ଦେଲା ୫୫ ବର୍ଗ କିମି ଜମି

ନୂଆଦିଲ୍ଲୀ,୧୭।୧୦: ଗୁଜରାଟ ସୀମାରେ ଭାରେତ ପାଇଁ ପାକିସ୍ତାନ ବିପଦ ସୃଷ୍ଟି କରିଛି। ଏଠାରେ ଥିବା ହରାମିନାଳେ ନିକଟରେ ୫୫ ବର୍ଗ କିମି ଜମି ପାକିସ୍ତାନ ଚାଇନାକୁ...

Advertisement
Archives

Model This Week