ଭାକ୍ସିନ୍‌ ନେବାକୁ ଦିଅନି ପଛଘୁଞ୍ଚା, ସଭିଏଁ ନେବା ଅପରିହାର୍ଯ୍ୟ, କହିଲେ ମୋଦି…

ନୂଆଦିଲ୍ଲୀ,୨୭।୬: କରୋନା ମହାମାରୀ ଲଢ଼େଇରେ ଭାକ୍ସିନ୍‌ ଏକ ମାତ୍ର ବିକଳ୍ପ। ତେଣୁ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାକ୍ସିନ୍‌ ନେବାକୁ ପଛଘୁଞ୍ଚା ଦିଅନି ଅବା ମନରେ ଦ୍ୱିଧା ଆଣନ୍ତୁ ନାହିଁ। ସଭିଏଁ ଭାକ୍ସିନ୍‌ ଡୋଜ୍‌ ନେବା ଅପରିହାର୍ଯ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୮ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ରବିବାର ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନିଜେ ଡୋଜ୍‌ ନେଇଛନ୍ତି। ସେହିପରି ତାଙ୍କ ମା’ ମଧ୍ୟ ଭାକ୍ସିନ୍‌ର ଡୋଜ୍‌ ନେଇଥିବା ସେ କହିଛନ୍ତି। କରୋନା ଲଢ଼େଇରେ ମାସ୍କ୍‌ ପିନ୍ଧିବା ଅତ୍ୟନ୍ତ ଜରୁରୀ। ଭାକ୍ସିନ୍‌ ନେବା ସହିତ ମାସ୍କ୍‌ ପିନ୍ଧିବା ସହିତ ଅନ୍ୟ ସୁରକ୍ଷା ମାର୍ଗଦର୍ଶିକାକୁ ପାଳନ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। କରୋନା ମହାମାରୀ ସଂକ୍ରମଣ ନାହିଁ ବୋଲି ଭ୍ରମରେ ନ ରହିବାକୁ ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତିି। ସତର୍କତାର ସହିତ ସମସ୍ତ ମାର୍ଗଦର୍ଶିକା ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏହା ସହିତ ଟୋକିଓ ଅଲମ୍ପିକ୍‌ ସମ୍ପର୍କରେ ସୂଚନା ଦେଇ ପ୍ରଧାନମନ୍ତ୍ରୀ ଭାରତୀୟ ଆଥଲେଟ୍‌ ମିଲ୍‌ଖା ସିଂଙ୍କ ସ୍ମୃତିଚାରଣ କରିଛନ୍ତି। ସେହିପରି ଉତ୍ତରାଖର ପୈଡି ଗଡ଼ଓ୍ବାଲରେ ଜଳ ସଂରକ୍ଷଣ କରୁଥିବା ଭାରତୀଙ୍କ ସମ୍ପର୍କରେ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬୪,୨୧୪ ପିଭିଟିଜିକୁ କୋଭିଡ୍‌ ସହାୟତା

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟର ୬୪ ହଜାର ୨୧୪ ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର (ପିଭିଟିଜି)କୁ ‘ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ୍‌ ସହାୟତା’ ପ୍ରଦାନ କରାଯାଇଛି। କରୋନା ଦ୍ୱିତୀୟ...

ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କଲେ ଭଦ୍ରକ ବିଧାୟକ

ଭଦ୍ରକ ଅଫିସ,୮ା୪: ଭଦ୍ରକ ପୌରାଞ୍ଚଳରେ ବୁଧବାର ସକାଳୁ ଭଦ୍ରକ ବିଧାୟକ ସଂଜୀବ ମଲିକ ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କରିଛନ୍ତି। ନିଜ ନିର୍ବାଚନ ମଣ୍ଡଳୀର ସହର ଓ...

କେନ୍ଦ୍ରକୁ ଟାର୍ଗେଟ କଲେ ରାହୁଲ: ମୁଁ ହିନ୍ଦୁ, ହିନ୍ଦୁତ୍ୱବାଦୀ ନୁହେଁ

ଜୟପୁର,୧୨ ।୧୨: ରାଜସ୍ଥାନରେ ରବିବାର ଦରଦାମ ବୃଦ୍ଧିକୁ ବିରୋଧ କରି କଂଗ୍ରେସ ପକ୍ଷରୁ ମହାରାଲିର ଆୟୋଜନ କରାଯାଇଥିଲା । ଏହି ରାଲିରେ କଂଗ୍ରେସ ନେତା ରାହୁଲ...

କଶ୍ମୀର ଫାଇଲ ସହିତ ଜମ୍ମୁ-କଶ୍ମୀରରେ ନିର୍ବାଚନ ଯୋଜନା…

ନୂଆଦିଲ୍ଲୀ, ୧୬।୩ : ଦେଶରେ ” ଦ କାଶ୍ମୀର ଫାଇଲ୍ସ” ର ତୀବ୍ର ପ୍ରସଙ୍ଗ ମଧ୍ୟରେ ପରିସିମନ୍‌ ଆୟୋଗ ଜମ୍ମୁ-କଶ୍ମୀର ପାଇଁ ଲୋକ ସଭା ଏବଂ...

ଭୋଟ ଗଣନା ବେଳେ ଲାଠିଚାର୍ଜ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଫଳାଫଳର ଚିତ୍ର ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ବର୍ତ୍ତମାନ ଭାରତୀୟ ଜନତା ପାର୍ଟି (ଭାଜପା) ସଂଖ୍ୟାଗରିଷ୍ଠତା ସହ ସରକାର...

‘ଅନେକ ଥର ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ଭାବିଲେଣି, କିନ୍ତୁ ଏହି ପଦ ମୋତେ ଛାଡୁନାହିଁ’

ଜୟପୁର,୪।୮: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମୁଖ୍ୟମନ୍ତ୍ରୀ ପଦକୁ ନେଇ ନିଜ ମତ ଦେଇଛନ୍ତି। ସେ ବେଳେବେଳେ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ଚିନ୍ତା କରନ୍ତି, କିନ୍ତୁ...

ସିଙ୍ଗାପୁର ନ ଯିବାକୁ ସରକାରଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨ା୨(ପି.ଟି.): ଚାଇନାରେ କରୋନା ଭାଇରସ୍‌ ଆତଙ୍କ ସୃଷ୍ଟି କରିଥିବା ବେଳେ ପଡ଼ୋଶୀ ଭାରତ ଏନେଇ ସତର୍କ ରହିଛି। କରୋନା ସଂକ୍ରମଣ ରୋକିବା ଲାଗି ଭାରତ...

ମହାନଦୀ ଜଳ ବିବାଦ: ଓଡ଼ିଶା, ଛତିଶଗଡ଼କୁ ଦସ୍ତାବିଜ୍‌ ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪ା୭: ମହାନଦୀ ଉପରମୁଣ୍ଡରେ ଛତିଶଗଡ଼ ଏକାଧିକ ପ୍ରକଳ୍ପ ନିର୍ମାଣ କରି ଓଡ଼ିଶାକୁ ଜଳପ୍ରବାହରେ ବାଧା ସୃଷ୍ଟି କରିଥିବାବେଳେ ଏହି ମାମଲା ଜଳ ବିବାଦ ଟ୍ରିବ୍ୟୁନାଲରେ ବିଚାରାଧୀନ...

Advertisement
Archives

Model This Week