Posted inVideo

ଡାକ୍ତରଙ୍କ ବିନା ପରାମର୍ଶରେ ଖାଆନ୍ତୁ ନାହିଁ ଏହି ଔଷଧ

Featured Video Play Icon

କିଛି ମେଡିସିନ ବା ଟାବଲେଟ ଅଛି ଯାହାର ଖୋଳ ଉପରେ ଏକ ଲାଲ ରଙ୍ଗର ପଟି ରହିଥାଏ । କିଛି ମେଡିସିନ ଖୋଳରେ ନାଲି ରଙ୍ଗର କିଛି ପଟି ଥାଏ । ହୁଏତ ଖୁବ କମ ଲୋକ ଜାଣିଛନ୍ତି କାହିଁକି ମେଡିସିନ ଖୋଳ ଉପରେ ଏହି ଲାଲ ରଙ୍ଗର ପଟି ରହିଥାଏ ? ବିଶେଷ କରି ଏହି ନାଲି ରଙ୍ଗର ପଟି ବାବଦରେ ଡାକ୍ତମାନଙ୍କର ଅଧିକ ଜ୍ଞାନ ରହିଥାଏ । ଏହି ନାଲି ରଙ୍ଗର ପଟିର ଅର୍ଥ ହେଉଛି , ଏହି ପଟିଥିବା ଔଷଧକୁ ଆପଣମାନେ ବିନା ଡାକ୍ତରଙ୍କ ପରାମର୍ଶରେ ଖାଇ ପାରିବେ ନାହିଁ । ଆଣ୍ଟିବାୟୋଟିକ ଔଷଧର ଅପବ୍ୟବହାରକୁ ରୋକିବା ପାଇଁ ଏହି ନାଲି ରଙ୍ଗର ପଟିକୁ ଔଷଧ ଖୋଳରେ ସଂଙ୍କେତ ଭାବେ ଚିହ୍ନଟ କରାଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Featured Video Play Icon

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

ଓଡ଼ିଶାର ଜୀବନ ରେଖା ‘ମହାନଦୀ’। ବିଷାକ୍ତ ହେବାରେ ଲାଗିଛି ରାଜ୍ୟର ପଶ୍ଚିମରୁ ପୂର୍ବକୁ ଲମ୍ବିଥିବା ଜୀବନରେଖା । ଚାରିଆଡ଼େ ଖାଲି ପ୍ରଦୂଷଣ… ପ୍ରଦୂଷଣ… ଆଉ ପ୍ରଦୂଷଣ...

Featured Video Play Icon

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ପୁରୀ,୧୬।୨: ଶୁକ୍ରବାର ପବିତ୍ର ମାଘ ସପ୍ତମୀ ଅବସରରେ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଏହି ଅବସରରେ ଚନ୍ଦ୍ରଭାଗାରେ ଆରମ୍ଭ ହୋଇଛି ଶ୍ରଦ୍ଧାଳୁଙ୍କ ବୁଡ। ସୂର୍ଯ୍ୟ...

Featured Video Play Icon

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ରାୟଗଡା ଜିଲାରେ ଗ୍ରାମାଞ୍ଚଳ ପରିବହନ ସେବାକୁ ସମୃଦ୍ଧ କରିଛି ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନା । ଯେଉଁଥିରେ ଉପକୃତ ହେଉଛନ୍ତି ଜିଲାର ୧୧ ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri