ଓମିକ୍ରନକୁ ହାଲୁକା ଭାବେ ଗ୍ରହଣ କରିବା ହେବ ଭୁଲ, ସଂକ୍ରମିତଙ୍କ ନିକଟରେ ଦେଖାଦେଲାଣି ଓମିକ୍ରନ୍ ସହ ଡେଲ୍ଟା ଭାରିଏଣ୍ଟ

ନୂଆଦିଲ୍ଲୀ,୧୦ ।୧: କରୋନା ଭାଇରସର ଡେଲ୍ଟା ଭାରିଏଣ୍ଟର ଗତିବିଧି ଉପରେ ଦିଲ୍ଲୀ ଡାକ୍ତରମାନେ ଅଧ୍ୟୟନ କରି କିଛି ନୂଆ ତଥ୍ୟ ହାସଲ କରିଛନ୍ତି । ଦିଲ୍ଲୀ ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ସଂକ୍ରମିତଙ୍କ ସାମ୍ପଲ ଟେଷ୍ଟ କରାଯାଇଥିଲା । ଏଥିରେ ଓମିକ୍ରନ୍ ଭାରିଏଣ୍ଟର ସିକ୍ୟୁଏନସିଂ ପରେ ଏହା ୩୫ ଥର ମ୍ୟୁଟେଶନ ଅର୍ଥାତ୍ ଭିନ୍ନ ଭିନ୍ନ ପରିବର୍ତ୍ତନ ହୋଇଥିଲା । ମେଡିକାଲ ଜର୍ନାଲ ମେଡରେକ୍ସିଭରେ ପ୍ରକାଶିତ ଅଧ୍ୟୟନରେ କୁହାଯାଇଛି ଦେଶରେ ପ୍ରଥମଥର ଡାକ୍ତରମାନେ କୈନୋପର ପ୍ରାଦ୍ୟୋଗିକିର ବ୍ୟବହାର କରି ଅନୁକ୍ରମଣ ରସାୟନ ଶାସ୍ତ୍ର ଉପରେ କାମ କରିଛନ୍ତି । ଏହାରି ମାଧ୍ୟମରେ ଓମିକ୍ରନ୍ ଭାରିଏଣ୍ଟର ପ୍ରତ୍ୟେକ ମ୍ୟୁଟେଶନ ସମ୍ପର୍କରେ ତଥ୍ୟ ସଂଗ୍ରହ କରିବା ସହ ଏହା କେଉଁଭଳି ରୋଗୀଙ୍କ ଶରୀରରେ ପ୍ରଭାବ ପକାଉଛି ସେ ସମ୍ପର୍କରେ ବି ଜାଣି ପାରିଛନ୍ତି । ଏହାସହ ଦିଲ୍ଲୀରେ କେତେଜଣଙ୍କ ମଧ୍ୟରେ ଓମିକ୍ରନ ସହ ଡେଲ୍ଟା ଭାରିଏଣ୍ଟ ସଂକ୍ରମଣ ଥିବା ଜଣାପଡିଛି । ଯାହା ଖୁବ୍ ଚିନ୍ତାଜନକ ବିଷୟ । ଗୋଟିଏ ପଟେ ଡେଲ୍ଟା ଭାରିଏଣ୍ଟ ବହୁ ବିପଜ୍ଜନକ ହୋଇଥିବା ବେଳେ ଅନ୍ୟପଟେ ଓମିକ୍ରନ୍‌ର ଦ୍ରୁତ ସଂକ୍ରମଣ । ଏହା ଆଗାମୀ ଦିନରେ ଜଟିଳ ପରିସ୍ଥିତି ସୃଷ୍ଟି କରିବ ବୋଲି ଡାକ୍ତାମାନେ ଚେତାବନୀ ଦେଇଛନ୍ତି । ତେଣୁ ଓମିକ୍ରନକୁ ହାଲୁକା ଭାବେ ଗ୍ରହଣ କରିବା ଭୁଲ ହେବ ବୋଲି ସେମାନେ ମତ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri