ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ। ଆପଣ ଯୋଡ଼ି ଶଙ୍ଖରେ ଭୋଟ୍‌ ଦେଇ ବିଧାୟକ ଏବଂ ଏମ୍‌ପିଙ୍କୁ ଜିତାନ୍ତୁ ଚୋର ପ୍ରାର୍ଥୀଙ୍କୁ ଭୋଟ ଦିଅନ୍ତୁନି ବୋଲି ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନତାଙ୍କୁ କହିଛନ୍ତି।

ଉକ୍ତ ସାଧାରଣ ସଭାରେ ବ୍ରହ୍ମପୁର ବିଜେଡି ଲୋକ ସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ଭାଜପା ପ୍ରାର୍ଥୀ ପ୍ରଦୀପ ପ୍ରାଣିଗ୍ରାହୀଙ୍କୁ ଟାର୍ଗେଟ କରିଛନ୍ତି। ଭୃଗୁ କହିଛନ୍ତି, ଗରିବ ପିଲାଙ୍କ ଟଙ୍କାରେ ମର୍ସିଡିଜ୍‌ ଚଢ଼ି ବୁଲୁଥିଲେ। ଯେଉଁ ଦଳ ସେଇ ବ୍ୟକ୍ତିଙ୍କ ବିରୋଧରେ ଆନ୍ଦୋଳନ କରିଥିଲା,ସେଇ ଦଳ ଆଜି ପ୍ରଦୀପଙ୍କୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri