Posted inଖେଳ

ଆଜି ଭାରତ ପାଇଁ ‘କର ବା ମର’ ମୁକାବିଲା: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍‌

ଦୁବାଇ,୩୧।୧୦: ଟି -୨୦ ବିଶ୍ୱକପ ୨୦୨୧ରେ ଭାରତ ଏବଂ ନ୍ୟୁଜିଲାଣ୍ଡ ଦଳ ପରସ୍ପର ବିରୋଧରେ ରବିବାର ‘କର ବା ମର’ ମୁକାବିଲା ଖେଳିବେ। ସୁପର -୧୨ ପର୍ଯ୍ୟାୟରେ ଉଭୟ ଦଳ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ହେବ। ଗ୍ରୁପ ୧ରେ ଏହି ଦୁଇ ଦଳ ନିଜର ପ୍ରଥମ ମ୍ୟାଚ୍‌ ହାରିଯାଇଛନ୍ତି। ତେଣୁ ସେମିଫାଇନାଲ୍‌ ରେସ୍‌ରେ ରହିବାକୁ ହେଲେ ଉଭୟ ଦଳ ପାଇଁ ଏହି ମ୍ୟାଚ୍‌ ଜିତିବା ନିହାତି ଆବଶ୍ୟକ।

-ଭାରତ ଏବଂ ନ୍ୟୁଜିଲାଣ୍ଡ ଟି -୨୦ ବିଶ୍ୱକପ ୨୦୨୧ ମ୍ୟାଚ କେବେ ଖେଳାଯିବ?
ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି -୨୦ ବିଶ୍ୱକପ ୨୦୨୧ ମ୍ୟାଚ ୩୧ ଅକ୍ଟୋବର ଅର୍ଥାତ୍‌ ଆଜି ଖେଳାଯିବ।
-କେଉଁଠାରେ ଖେଳାଯିବ?
ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମ୍ୟାଚ ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ।
-କେଉଁ ସମୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ଟି -୨୦ ବିଶ୍ୱକପ ମ୍ୟାଚ ଆରମ୍ଭ ହେବ?
ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମ୍ୟାଚ ଭାରତୀୟ ସମୟ ସା ୭.୩୦ରେ ଆରମ୍ଭ ହେବ। ଟସ୍‌ ୭ଟାରେ ହେବ।
-କେଉଁ ଚ୍ୟାନେଲରେ ହେବ ସିଧା ପ୍ରସାରଣ?
ଭାରତ ଏବଂ ନ୍ୟୁଜିଲାଣ୍ଡ ମ୍ୟାଚ ଷ୍ଟାର୍‌ ସ୍ପୋର୍ଟସ ୧/୧ ଏଚ୍‌ଡି, ଷ୍ଟାର୍‌ ସ୍ପୋର୍ଟସ ୧ ହିନ୍ଦୀ / ୧ ଏଚ୍‌ଡି ହିନ୍ଦୀ, ଷ୍ଟାର୍‌ ସ୍ପୋର୍ଟସ ୩, ଷ୍ଟାର୍‌ ସ୍ପୋର୍ଟସ ୧ ତାମିଲ, ୧ ତେଲୁଗୁ ଏବଂ ୧ କନ୍ନଡରେ ସିଧା ପ୍ରସାରଣ ହେବ।

ଅନଲାଇନରେ ଲାଇଭ ଷ୍ଟ୍ରିମିଂ?
ଭାରତ ଏବଂ ନ୍ୟୁଜିଲାଣ୍ଡ ମ୍ୟାଚ ଡିଜ୍‌ନି ପ୍ଲସ ହଟଷ୍ଟାର୍‌ ଆପରେ ଲାଇଭ ଷ୍ଟ୍ରିମିଂ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?