Posted inଫୁରସତ

ମନପସନ୍ଦର କ୍ୟାରିୟର ପାଇଁ କରନ୍ତୁ ଏପରି…

ନିଜ କ୍ୟାରିୟରକୁ ନେଇ ସଭିଏଁ ଚିନ୍ତା କରିଥାନ୍ତି । ବାସ ଘରେ ଥିବା କେତେକ ବାସ୍ତୁଦୋଷ କାରଣରୁ କ୍ୟାରିୟରରେ ନାନା ବାଧା ବିଘ୍ନ ଉପୁଜିଥାଏ ବୋଲି। ଫଳରେ ଅନେକ ଚେଷ୍ଟା ପରେ ମଧ୍ୟ ସଫଳତା ମିଳିପାରି ନ ଥାଏ। ବାସ୍ତୁ ଅନୁଯାୟୀ ଘରର ଉତ୍ତର-ପୂର୍ବ ଦିଗରେ ଡଷ୍ଟବିନ୍‌, ପୁରୁଣା ଖବରକାଗଜ ଗଦା ଓ କିଚେନ୍‌ ରହିବା ଦ୍ୱାରା ମନରେ ସର୍ବଦା ନକାରାତ୍ମକ ଚିନ୍ତା ଆସେ। ଏସବୁ ଘରର ଦକ୍ଷିଣ-ପଶ୍ଚିମ ଦିଗରେ ରହିଲେ କ୍ୟାରିୟରରେ ଉନ୍ନତି ଘଟିଥାଏ । ସେହିପରି ଘରର ଉତ୍ତର-ପୂର୍ବ ଦିଗରେ ସ୍ବସ୍ତିକ ଚିହ୍ନ ରହିବା ଦ୍ୱାରା ଆଭ୍ୟନ୍ତରୀଣ କ୍ଷେତ୍ରରେ ସକାରାତ୍ମକ ପରିବେଶ ସୃଷ୍ଟି ହୁଏ । ଏହା ଦ୍ୱାରା ମନରେ ଆଧ୍ୟାତ୍ମିକ ଭାବନା ସୃଷ୍ଟି ହୋଇଥାଏ। ଘରର ପୂର୍ବ କିମ୍ବା ଦକ୍ଷିଣ-ପୂର୍ବ ଦିଗରେ ବେଡରୁମ୍‌ ରହିଲେ ଏହାର ପ୍ରଭାବରେ କ୍ୟାରିୟର କ୍ଷେତ୍ରରେ ବାଧା ସୃଷ୍ଟି ହୋଇଥାଏ। ଶୌଚାଳୟ, ଷ୍ଟୋରରୁମ୍‌ ଘରର ବ୍ରହ୍ମସ୍ଥଳର ପୂର୍ବ କିମ୍ବା ଉତ୍ତର-ପୂର୍ବ ଦିଗରେ ରହିଲେ ପରିବାର ସଦସ୍ୟଙ୍କ ଉପରେ ଖରାପ ପ୍ରଭାବ ପଡ଼ିଥାଏ । କେତେକ ସହଜ ଉପାୟ ଆପଣେଇଲେ ବାସ ଘରେ ଥିବା ବାସ୍ତୁଦୋଷର ନିରାକରଣ କରାଯାଇପାରିଥାଏ ବୋଲି ବାସ୍ତୁବିତ୍‌ ମତପୋଷଣ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri