ଯେତେ ରୋଜଗାର କଲେ ଅଣ୍ଟୁ ନାହିଁ କି? ଜାଣନ୍ତୁ କ’ଣ …

ଯେତେ ରୋଜଗାର କଲେ ଅଣ୍ଟୁ ନାହିଁ କି ? ଘରେ ସବୁ ବେଳେ ଦେଖାଯାଉଛି କି ଅଭାବ ତେବେ ନିଶ୍ଚୟ ଜାଣନ୍ତୁ ଏ ବିଷୟରେ। ଆର୍ଥିକ ସମସ୍ୟା ଦୂର କରିବାକୁ ଚାହୁଁଥିଲେ ଜାଣନ୍ତୁ କ’ଣ କୁହେ ବାସ୍ତୁ ଶାସ୍ତ୍ର।

ଉତ୍ତର ଦିଗକୁ ଅପରିଷ୍କାର କରି ରଖନ୍ତୁ ନାହିଁ। କାହିଁକି ନା ଏହି ଦିଗ ଧନ ଏବଂ ସମୃଦ୍ଧି ଦ୍ୱାରା ଜଡ଼ିତ। ଏହି ଦିଗରେ ୨୪ ଘଣ୍ଟା ଆଲୋକ ପଡ଼ିବା ନିହାତି ଦରକାର। ଏହି ପରି ସକାରାତ୍ମକ ଊର୍ଜା ଆଣିବାକୁ ହେଲେ ଘରେ ଝରକା ସାମ୍ନାରେ ଏକ ଦର୍ପଣ ରଖନ୍ତୁ। ଧନକୁ ଆକର୍ଷିତ କରିବାକୁ ହେଲେ ଘରର ଉତ୍ତର ଦିଗରେ ଏକ ଛୋଟ ପାଣିର ପାତ୍ର କିମ୍ବା ଆକ୍ୱାରିୟମ୍‌ ରଖନ୍ତୁ।
ସମୃଦ୍ଧି ଆକର୍ଷିତ କରିବାକୁ ନିଜ ଘର କିମ୍ବା ଅଫିସ୍‌କୁ ସବୁଜ ରଙ୍ଗ ଲଗାନ୍ତୁ। ଘରେ ଆସୁଥିବା ସମସ୍ତ ବାଧାକୁ ଦୂର କରିବାକୁ ହେଲେ ଏବଂ ଧନ ବଢ଼ାଇବାକୁ ହେଲେ ଉତ୍ତର ଦିଗରେ ଘରେ କିମ୍ବା ଅଫିସ୍‌ର ଦ୍ୱାର ମୁହଁରେ ଭଗବାନ୍‌ ଗଣେଶଙ୍କ ମୂର୍ତ୍ତି କିମ୍ବା ଫଟୋ ଲଗାନ୍ତୁ।
ଆକର୍ଷିତ କରିବାକୁ ହେଲେ ଉତ୍ତର ଦିଗରେ ମନି ପ୍ଲାଣ୍ଟ କିମ୍ବା ତୁଳସୀ ଭଳି ଛୋଟ ଗଛ ଲଗାନ୍ତୁ

।ଦିଗରେ ଅଳିଆ ସାମଗ୍ରୀ ରଖିବାଠୁ ଦୂରେଇ ରୁହନ୍ତୁ। କାରଣ ଏହାଦ୍ୱାରା ଧନ ଏବଂ ସମୃଦ୍ଧିର ସ୍ରୋତ ସରିବାକୁ ଲାଗିବ। ନିଜ ଘର କିମ୍ବା କାର୍ଯ୍ୟାଳୟ ପାଇଁ ଲେଆଉଟ୍‌ ସହିତ ବାସ୍ତୁ ଡିଜାଇନ୍‌ର ଉପଯୋଗ କରନ୍ତୁ।
ସଞ୍ଚିତ ରଖିବାକୁ ହେଲେ ଉତ୍ତର ଦିଗରେ କ୍ରିଷ୍ଟଲ କିମ୍ବା ମାଣିକ ପନ୍ନା ଭଳି ରତ୍ନ ରଖନ୍ତୁ। ନିଜ ଘର କିମ୍ବା ଅଫିସ୍‌କୁ ସଫା ସୁତୁରା ଏବଂ ବ୍ୟବସ୍ଥିତ ରଖନ୍ତୁ। କାହିଁକି ନା ଅବ୍ୟବସ୍ଥା ନକାରାତ୍ମକ ଊର୍ଜାକୁ ଆକର୍ଷିତ କରିଥାଏ ଏବଂ ଧନର ପ୍ରବହକୁ କମ୍‌ କରିଥାଏ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri