ଜିମ୍‌ ଯିବା ପୂର୍ବରୁ କରୁଛନ୍ତି କି ଏପରି

ବର୍ତ୍ତମାନ ସମୟରେ ଯୁବପିଢ଼ି ଫିଟ୍‌ ରହିବା ପାଇଁ ଜିମ୍‌ ଯାଉଛନ୍ତି। ଏ ନେଇ ସେମାନେ ଖାଦ୍ୟପେୟ ଉପରେ ଅଧିକ ଧ୍ୟାନ ଦେଉଛନ୍ତି। ଜିମ୍‌ ଯିବା ପୂର୍ବରୁ ଅନେକେ ସ୍ବାସ୍ଥ୍ୟପକ୍ଷେ ହିତକର ଭାବି ଜୁସ୍‌ ପିଇଥାନ୍ତି। ମାତ୍ର ଏପରି କିଛି ପାନୀୟ ରହିଛି, ଯାହାକୁ ଜିମ୍‌ ଯିବା ପୂର୍ବରୁ ନ ପିଇବା ଭଲ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ପରାମର୍ଶ ଦିଅନ୍ତି।

– ଚା’ କିମ୍ବା କଫି ପିଇ ଜିମ୍‌ ଯିବା ଅନୁଚିତ। କାରଣ ଏପରି କଲେ ଶରୀରରେ ରକ୍ତପ୍ରବାହ ଧୀର ହୋଇଯାଏ।

– ଆଲ୍‌କହଲ୍‌ ଭଳି ଅମ୍ଳଯୁକ୍ତ ପାନୀୟ ମଧ୍ୟ ଶରୀରରେ ଅନେକ କୁପ୍ରଭାବ ପକାଇଥାଏ। ଏଥିରେ ସୁଗାର ମାତ୍ରା ଭରପୂର ରହିଥାଏ। ଜିମ୍‌ ଯିବା ପୂର୍ବରୁ ଏହାକୁ ପିଇଲେ ଗ୍ୟାସ, ପେଟ ଫୁଲିବା, ହଜମ ନ ହେବା ଭଳି ସମସ୍ୟା ଦେଖାଦିଏ।

– ଜିମ୍‌ ପୂର୍ବରୁ ଫଳ ଖାଇବା ଉଚିତ ହୋଇଥିବା ବେଳେ ଏହାର ଜୁସ୍‌ କ୍ଷତିକାରକ ହୋଇଥାଏ। ଏଥିରେ ସୁଗାର ଥିବାରୁ ସମସ୍ୟା ସୃଷ୍ଟି କରିଥାଏ।

– ଆଲ୍‌କହଲ୍‌ ପିଇବା ଫଳରେ ଶରୀରରୁ ଶକ୍ତି କମିଯାଏ।

– କ୍ଷୀର ସହ ଜଡ଼ିତ ପାନୀୟକୁ ଜିମ୍‌ ପୂର୍ବରୁ ପିଇଲେ ପାଚନତନ୍ତ୍ରରେ ସମସ୍ୟା ଦେଖାଯାଇଥାଏ। ତେଣୁ ଏସବୁ ପାନୀୟଠାରୁ ଦୂରେଇ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବର୍ଷ ପରେ ନବରାତ୍ରିରେ ଗଜକେସରୀ ଯୋଗ: ସିଂହ, ମକର ସମେତ ଏହି ୭ ରାଶିଙ୍କର ଚାଲିବ ଗୋଲଡେନ୍‌ ଟାଇମ, ପ୍ରବଳ ଧନ ଯୋଗ ସହ…

ଭୁବନେଶ୍ୱର: ହିନ୍ଦୁ ଧର୍ମରେ ଶାରଦୀୟ ନବରାତ୍ରିକୁ ମା’ ଦୁର୍ଗାଙ୍କ ଆରାଧନାର ଅନ୍ୟତମ ପ୍ରମୁଖ ପର୍ବ ଭାବେ ଗ୍ରହଣ କରାଯାଏ। ଏହି ୯ ଦିନ ଧରି ଭକ୍ତମାନେ ମା’…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

୫ ରାଶି ଉପରେ ଶନିଙ୍କ କୋପଦୃଷ୍ଟି: ୧୧ ଡିସେମ୍ୱର ପର୍ଯ୍ୟନ୍ତ ରହିବାକୁ ହେବ ସତର୍କ, ଆରମ୍ଭ ହେଲା ଘୋର ଶନିଦଶା!

ଶନି ଗ୍ରହ ୨୭ ଜୁଲାଇ ୨୦୨୬ରେ ବକ୍ରୀ ହୋଇଥିଲେ। ଏବେ ୧୧ ଡିସେମ୍ୱରରେ ଶନି ମାର୍ଗୀ ହେବେ। ଏହି ସମୟ ମଧ୍ୟରେ ଶନିଙ୍କର ବକ୍ରୀ ଚଳନ ୫ଟି…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?