ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ ପ୍ରଥମେ କିଛି ସମୟ ବିଶ୍ରାମ ନିଅନ୍ତୁ। ନିଜକୁ ସମ୍ପୂର୍ଣ୍ଣ ସୁସ୍ଥ ନ ଲାଗିଲେ ବ୍ୟାୟାମ କରନ୍ତୁ ନାହିଁ। ନ ହେଲେ ତାହାର ଖରାପ ପ୍ରଭାବ ଶରୀର ଉପରେ ପଡିଥାଏ। ଯଦି ବ୍ୟାୟାମ କରିବାକୁ ମନସ୍ଥ କରିଛନ୍ତି ତେବେ ଏହାପୂର୍ବରୁ ବ୍ୟାୟାମ ଏକ୍ସପର୍ଟଙ୍କ ସହ ବିଶଦଭାବରେ ଆଲୋଚନା କରନ୍ତୁ। ତା’ସହ ଡାକ୍ତରଙ୍କ ନିକଟରେ ନିଜର ସ୍ବାସ୍ଥ୍ୟ ପରୀକ୍ଷା କରାଇ ନେବାକୁ ମଧ୍ୟ ଭୁଲନ୍ତୁ ନାହିଁ। କେଉଁ ପ୍ରକାର ବ୍ୟାୟାମ କଲେ ତାହାର ସୁପ୍ରଭାବ ଶରୀର ଉପରେ ପଡିବ ତାହା ପ୍ରଥମେ ଭଲ ଭାବରେ ଜାଣି ନିଅନ୍ତୁ। ସକାଳ କିମ୍ବା ସନ୍ଧ୍ୟାର କେଉଁ ସମୟରେ ବ୍ୟାୟାମ କରିବେ ତାହାର ସମୟ ନିର୍ଦ୍ଧାରଣ କରନ୍ତୁ। ଆଉ ସେହି ଅନୁସାରେ ପ୍ରତିଦିନ ସେହି ସମୟରେ ହିଁ ବ୍ୟାୟାମ ଆରମ୍ଭ କରିବା ଭଲ। ସବୁବେଳେ ନିଜ ସାମର୍ଥ୍ୟ ଅନୁସାରେ ବ୍ୟାୟାମ କରନ୍ତୁ। ସବୁଠାରୁ ଖାସ୍‌ କଥା ହେଲା, ବ୍ୟାୟାମ କରିବା ପୂର୍ବରୁ ନିଜର ନିତ୍ୟକର୍ମ ଶେଷ କରିବାକୁ ଭୁଲନ୍ତୁ ନାହିଁ ବ୍ୟାୟାମ ସମୟରେ ଶୋଷ ଲାଗିଲେ ଅଳ୍ପ ପାଣି ପିଅନ୍ତୁ। ସବୁବେଳେ ଏକ ସୁସ୍ଥ ପରିବେଶରେ ହିଁ ବ୍ୟାୟାମ କରନ୍ତୁ। ବିଶେଷଭାବରେ ଏଥିଲାଗି ନିକଟସ୍ଥ ପାର୍କ ଚୟନ କରିପାରନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri