Posted inଜାତୀୟ

ମୋଦିଙ୍କୁ ରାବଣଙ୍କ ସହ ତୁଳନା କଲେ ଖାର୍ଗେ

ଅହମ୍ମଦାବାଦ,୨୯।୧୧: ଆଉ ଦିନକ ପରେ ଗୁଜୁରାଟ ବିଧାନସଭା ନିର୍ବାଚନ। ଏହାକୁ ନେଇ ରାଜନୀତି ବେଶ୍‌ ସରଗରମ ରହିଛି। ଆଜି ପଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାରର ଶେଷ ଦିନ ଥିବା ବେଳେ ବହୁ ବରିଷ୍ଠ ନେତା ଜୋରଦାର ପ୍ରଚାର ଚଳାଇଛନ୍ତି। ଏହାରି ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କ୍ରମାଗତ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଆସୁଛନ୍ତି। ଏଥିସହ ଭାଜପା ମଧ୍ୟ ମୁହଁ ତୋଡ ଜବାବ ଦେଉଛି। ଖାର୍ଗେ ଅହମ୍ମଦାବାଦର ବେହରାମପୁରାରେ ଏକ ସାଧାରଣ ସଭାରେ ମୋଦିଙ୍କୁ ରାବଣଙ୍କ ସହ ତୁଳନା କରିଛନ୍ତି। ସେ କହିଛନ୍ତି, କର୍ପୋରେସନ ନିର୍ବାଚନ ହେଉ କି ବିଧାୟକ ନିର୍ବାଚନ ହେଉ କିମ୍ବା ଏମ୍‌ପି ନିର୍ବାଚନରେ ଆମେ ଆପଣଙ୍କ ମୁହଁ ସବୁଆଡେ ଦେଖିବାକୁ ପାଉଛୁ, ଆପଣଙ୍କର ରାବଣ ପରି ୧୦୦ଟି ମୁଣ୍ଡ ଅଛି କି ବୋଲି ଖାର୍ଗେ କହିଛନ୍ତି। ତେବେ ଏଭଳି ପ୍ରତିକ୍ରିୟାକୁ ନେଇ ଭାଜପା ଅସନ୍ତୋଷ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୭୦୦ ମାମଲା, ୨୪୦୦ ଗିରଫ

ନୂଆଦିଲ୍ଲୀ,୯ା୩(ପି.ଟି.): ଦିଲ୍ଲୀରେ ନିକଟରେ ସିଏଏକୁ ନେଇ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ଦଙ୍ଗାରେ ୭୦୨ ମାମଲା ଦାଏର କରାଯାଇଛି। ସେଥିରୁ ୪୯ ହେଉଛି ବେଆଇନ ଭାବେ ଅସ୍ତ୍ରଶସ୍ତ୍ର...

ନିର୍ବାଚନରେ ଠାକ୍‌ରେ ପରିବାରର ଡେବ୍ୟୁ: ପ୍ରାର୍ଥୀପତ୍ର ଦାଖଲ କଲେ ଆଦିତ୍ୟ

ମୁମ୍ବାଇ,୩।୧୦: ମହାରାଷ୍ଟ୍ରରେ ବହୁ ବର୍ଷର ପରମ୍ପରା ଭାଙ୍ଗିଛି। ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେଙ୍କ ପୁଅ ତଥା ଯୁବାବର୍ଗର ଅଧ୍ୟକ୍ଷ ଆଦିତ୍ୟ ଠାକରେ ମହାରାଷ୍ଟ୍ର ବିଧାନସଭା ପାଇଁ...

ବାହାରେ ଛେପ ପକାଇବା ଦଣ୍ଡନୀୟ ଅପରାଧ: ଦେବାକୁ ପଡ଼ିବ ଜରିମାନା !

ଅହମଦାବାଦ, ୧୫।୩: କରୋନା ସଂକ୍ରମଣ ନେଇ ଗୁଜରାଟ ସରକାରଙ୍କ ପକ୍ଷରୁ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ବାହାରେ ଛେପ ପକାଇବାକୁ ସରକାରଙ୍କ ପକ୍ଷରୁ ଲୋକଙ୍କୁ ବାରଣ...

ସୋନିଆ ଗାନ୍ଧୀଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋଦି

ନୂଆଦିଲ୍ଲୀ,୨।୬: କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କଂଗ୍ରେସ ପ୍ରବକ୍ତା ରଣଦୀପ ସୁର୍ଜଓ୍ବେଲା ଗୁରୁବାର ସୂଚନା ଦେଇଛନ୍ତି। ତେବେ ସୋନିଆଙ୍କର...

ୟୁଟ୍ୟୁବ ଦେଖି ସନ୍ତାନ ପ୍ରସବ କଲେ ନାବାଳିକା: ଆଉ ତା’ପରେ..

ନାଗପୁର,୬।୩: ମହାରାଷ୍ଟ୍ରର ନାଗପୁର ସହରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ୧୫ ବର୍ଷର ନାବାଳିକା ୟୁଟ୍ୟୁବ ଦେଖି ଏକ ସନ୍ତାନକୁ ଜନ୍ମ...

ଦିଦିଙ୍କ ବିଜୟ…

କୋଲକାତା,୩।୧୦: ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରିୟଙ୍କା ଟିବରେଓ୍ବାଲଙ୍କଠାରୁ ୫୮,୮୩୨...

ଟ୍ରାକ୍ଟର ରାଲି ବେଳେ କୃଷକଙ୍କ ମୃତ୍ୟୁ ଉପରେ ଟୁଇଟ କରିବା ପଡ଼ିଲା ମହଙ୍ଗା

ନୂଆଦିଲ୍ଲୀ,୧ା୨- ଗଣତନ୍ତ୍ର ଦିବସରେ ଦିଲ୍ଲୀରେ ଟ୍ରାକ୍ଟର ରାଲି ବେଳେ ଜଣେ କୃଷକଙ୍କ ମୃତ୍ୟୁ ଘଟିଥିଲା। ଏ ସମ୍ପର୍କରେ ଏକ ଖବରକୁ ଶେୟାର କରିଥିବା ‘ଦ ଓୟାର’...

ଆତଙ୍କବାଦୀ-ବିଛିନ୍ନତାବାଦୀଙ୍କୁ ଖାତିର ନାହିଁ: ଅନନ୍ତନାଗରେ ଶହଶହ ସଂଖ୍ୟାରେ ଭୋଟର ମତଦାନ ଅଧିକାର କଲେ ସାବ୍ୟସ୍ତ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀର ଅନନ୍ତନାଗ ଲୋକ ସଭା ଆସନ ପାଇଁ ଶହ ଶହ ସଂଖ୍ୟାରେ ଭୋଟର ମଙ୍ଗଳବାର ଭୋଟ ଦେଇଛନ୍ତି। ଏଠାରେ ଆତଙ୍କବାଦୀ ଏବଂ ବିଛିନ୍ନତାବାଦୀଙ୍କୁ ଖାତିର...

Advertisement
Archives

Model This Week