SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ ସାବଧାନ, ଆପଣଙ୍କୁ ଏ କ୍ଷେତ୍ରରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି । କାରଣ ନିକଟରେ SBI ନିଜ ATM ଟ୍ରାଞ୍ଜାକ୍ସନ ସହ ଜଡିତ କିଛି ନିୟମରେ ବଡ ଧରଣର ପରିବର୍ତ୍ତନ କରିଛି ।

ଯେଉଁଥିପାଇଁ ଆପଣଙ୍କୁ ଆଗକୁ ଫ୍ରି ଟ୍ରାଞ୍ଜାକ୍ସନ ଲିମିଟ ପାର କରିବା ପରେ ଅଧିକ ସେବା ପାଇଁ ନିଜ ପକେଟରୁ ଖର୍ଚ୍ଚ କରିବାକୁ ପଡିବ । ୨୦୨୫ ମସିହା ଫେବୃୟାରି ଓ ମଇ ମାସରୁ ଲାଗୁ ହୋଇଥିବା ଏହି ନିୟମ ଯୋଗୁଁ ଆପଣଙ୍କୁ ATMର ବ୍ୟବହାର ମହଙ୍ଗା ପଡିବାକୁ ଯାଉଛି ।

ଚଳିତ ବର୍ଷ ପେବୃୟାରି ମାସରୁ SBI ନିଜ ଗ୍ରାହକଙ୍କ ପାଇଁ ATM ସହ ଜଡିତ ଟ୍ରାଞ୍ଜାକ୍ସନର ଫ୍ରି ଲିମିଟ ଓ ଫିସ୍ ସହ ଜଡିତ ନୂଆ ନିୟମ ଲାଗୁ କରିଛି । ଯେୁଁଥିପାଇଁ ବର୍ତ୍ତମାନଠୁ SBIର ସମସ୍ତ ଗ୍ରାହକଙ୍କ ଉପରେ ଗୋଟିଏ ଭଳି ଫ୍ରି ଲିମିଟ୍ ଲାଗୁ ହେବାକୁ ଯାଉଛି । ଏହି ନୂଆ ନିୟମ ଅଧିନରେ SBI ନିଜର ସମସ୍ତ ଗ୍ରାହକମାନଙ୍କୁ ପ୍ରତିମାସ ନିଜ ATM ବ୍ୟବହାର ପାଇଁ ୫ ଥର ଓ ଅନ୍ୟାନ୍ୟ ବ୍ୟଙ୍କ ବ୍ୟବହାର ପାଇଁ ୧୦ ଥର ଫ୍ରି ଟ୍ରାଞ୍ଜାକ୍ସନ ଲିମିଟ ସେଟ୍‌ କରିଛି । ଯାହାର ସିଧାସଳଖ ଉତ୍ତର ହେଉଛି ଆପମ ଗୋଟିଏ ମାସରେ ମୋଟ ୧୫ଟି ଟ୍ରାଞ୍ଜାକ୍ସନ କରିପାରିବେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?